Odisha Link
Bridging the Missing Links in Odisha

୫ ଟଙ୍କାରେ ସୁଷମ ଖାଦ୍ୟ, ‘ଆହାର’ କେନ୍ଦ୍ର ପାଇଁ ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

'ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଟି'ରୁ ମଂଜୁର ହୋଇଛି ୨୦ କୋଟି ଟଙ୍କା

ଓଏଲ୍‌ ବ୍ୟୁରୋ: ରାଜ୍ୟର ବିଭିନ୍ନ ସ୍ଥାନରେ ଆହାର କେନ୍ଦ୍ର ପରିଚାଳନା ପାଇଁ ଗଠିତ ରାଜ୍ୟସ୍ତରୀୟ ଆହାର କମିଟିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଟି’ରୁ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ୨୦୨୧-୨୨ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆହାର ପାଇଁ ୨୨୮.୭୬ କୋଟି ଟଙ୍କା ମଞ୍ଜୁର କରାଯାଇଥିଲା। ‘ଆହାର’ କେନ୍ଦ୍ର ପରିଚାଳନା ପାଇଁ ଅର୍ଥ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ। ହସ୍ପିଟାଲ, ବସଷ୍ଟାଣ୍ଡରେ ଗରିବ ଲୋକଙ୍କୁ ୫ ଟଙ୍କାରେ ଖାଦ୍ୟ ‘ଆହାର’। ସୁଷମ ଖାଦ୍ୟ ୫ ଟଙ୍କାରେ  ଦେବା ପାଇଁ ‘ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଟି’ରୁ ମଂଜୁର ହୋଇଛି ୨୦ କୋଟି ଟଙ୍କା।

Leave A Reply

Your email address will not be published.