Odisha Link
Bridging the Missing Links in Odisha
Daily Archives

June 23, 2023

ଜନ୍ମବେଦିରେ ତିନି ଦିଅଁ, ଆଜିଠୁ ଆଡ଼ପ…

ଓଏଲ୍‌ ବ୍ୟୁରୋ: ଜନ୍ମବେଦିରେ ମହାପ୍ରଭୁ। ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିଥିବା ଶ୍ରୀଜିଉ ଜନ୍ମବେଦୀକୁ ବିଜେ କରିଛନ୍ତି। ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଦର୍ଶନ ଦେବା ପରେ ଗୋଟି ପହଣ୍ଡିରେ ଜନ୍ମବେଦୀକୁ ଚତୁର୍ଦ୍ଧା ମୂରତି ବିରାଜମାନ କରିଛନ୍ତି। ଆଜିଠୁ ଆଡ଼ପ ମଣ୍ଡପରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ।…

ପହଣ୍ଡି ବେଳେ ମସ୍ତକରୁ ଖସିଗଲା…

ଓଏଲ୍‌ ବ୍ୟୁରୋ: ଗତକାଲି ଗୋଟି ପହଣ୍ଡିରେ ଆଡପ ମଣ୍ଡପକୁ ବିଜେ କରିଥିଲେ ଚତୁର୍ଦ୍ଧାମୂର୍ତ୍ତି। ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ବଡ ଭାଇ ବଳଭଦ୍ର, ତାପରେ ଭଉଣୀ ସୁଭଦ୍ରା ଏବଂ ଶେଷରେ ଜନ୍ମବେଦୀକୁ ବିଜେ କରିଥିଲେ ମହାପ୍ରଭୁ ଜଗନ୍ନାଥ। ମହାପ୍ରଭୁଙ୍କ ଆଡପ ବିଜେ ଦେଖିବାକୁ ଲୋକାରଣ୍ୟ ହୋଇପଡ଼ିଥିଲା…

ଆଜିଠୁ ପିଜି ଏକକ ପ୍ରବେଶିକା ପରୀକ୍ଷା,…

ଓଏଲ୍‌ ବ୍ୟୁରୋ: ବିଭିନ୍ନ ବିଶ୍ୱବିଦ୍ୟାଳୟରେ ପିଜି ନାମଲେଖା ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଚଳିତ ଶିକ୍ଷାବର୍ଷ ୨୦୨୩-୨୪ ଏକକ ପିଜି ନାମଲେଖା ପ୍ରକ୍ରିୟାରେ ବ୍ୟାପକ ପରିବର୍ତ୍ତନ କରାଯାଇଥିବାବେଳେ ଚଳିତ ବର୍ଷର ଏକକ ପିଜି ପ୍ରବେଶିକା ଆଜିଠୁ ଆରମ୍ଭ ହୋଇ…

ଭିଜିଲାନ୍ସ ରେଡ୍: ଉପଜିଲ୍ଲାପାଳଙ୍କ…

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ଜାଲରେ ଆଉ ସରକାରୀ ଅଧିକାରୀ। ସେ ଜଣେ ପ୍ରଶାସନିିକ ଅଧିକାରୀ। ଭିଜିଲାନ୍ସ ପଞ୍ଝାରେ ପଡିଥିବା ବ୍ୟକ୍ତି ଜଣକ ହେଉଛନ୍ତି ନବରଙ୍ଗପୁରର ଅତିରିକ୍ତ ଉପଜିଲ୍ଲାପାଳ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ହୋଇଛି ଏହି ରେଡ୍। ଭଦ୍ରକରେ ନିଜ ବାସ ଭବନ ଓ ଭୁବନେଶ୍ୱର ସ୍ଥିତ କାନନ…

ମୌସୁମୀର ଆଗମନ, ରାଜ୍ୟର ବିଭିନ୍ନ…

ଓଏଲ୍‌ ବ୍ୟୁରୋ: ରାଜ୍ୟକୁ ଅଗ୍ରସର ହେଲା ଦକ୍ଷିଣ ପଶ୍ଚିମ-ମୌସୁମୀ ବାୟୁ। ଗତକାଲି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମାଲକାନଗିରି ଜିଲ୍ଲାର ଅଧିକାଂଶ ଅଞ୍ଚଳ, କୋରାପୁଟ, ଏବଂ ଗଜପତି ଜିଲ୍ଲାର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଆଗାମୀ ୪ ରୁ ୫ ଦିନ ରାଜ୍ୟର…

‘ବିଶ୍ବ ମୂଲ୍ୟ ଶୃଙ୍ଖଳା ସହ…

ଓଏଲ୍‌ ବ୍ୟୁରୋ: ଫିକି ଅଧ୍ୟକ୍ଷ ତଥା ଇମ୍ଫାର ପରିଚାଳନା ନିର୍ଦେଶକ ଶୁଭ୍ରକାନ୍ତ ପଣ୍ଡା ଜେନେଭାଠାରେ ଆୟୋଜିତ ଇଣ୍ଟର ନ୍ୟାସନାଲ ଚାମ୍ବର ଅଫ କମର୍ସର ତ୍ରୟୋଦଶ ୱାର୍ଲଡ ଚାମ୍ବର କଂଗ୍ରେସରେ ଅଂଶ ଗ୍ରହଣ କରି ନିଜ ବକ୍ତବ୍ୟ ରଖିଥିଲେ। କଞ୍ଚାମାଲ ଏବଂ ଅନ୍ତର୍ଭୂକ୍ତି ଆନ୍ତର୍ଜାତୀୟ ବାଣିଜ୍ୟ’ ଉପରେ ଏକ…

ଭିଜିଲାନ୍ସ ପଞ୍ଝାରେ ଅତିରିକ୍ତ…

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ଜାଲରେ ଆଉ ସରକାରୀ ଅଧିକାରୀ। ସେ ଜଣେ ପ୍ରଶାସନିିକ ଅଧିକାରୀ। ଭିଜିଲାନ୍ସ ପଞ୍ଝାରେ ପଡିଥିବା ବ୍ୟକ୍ତି ଜଣକ ହେଉଛନ୍ତି ନବରଙ୍ଗପୁରର ଅତିରିକ୍ତ ଉପଜିଲ୍ଲାପାଳ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ହୋଇଛି ଏହି ରେଡ୍। ଭଦ୍ରକରେ ନିଜ ବାସ ଭବନ ଓ ଭୁବନେଶ୍ୱର ସ୍ଥିତ କାନନ…