ମଣିପୁର ହିଂସା: ପ୍ରଧାନମନ୍ତ୍ରୀଙ୍କ…
ଓଏଲ୍ ବ୍ୟୁରୋ: ମଣିପୁରରେ ଜାତିଗତ ହିଂସାକୁ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଚିନ୍ତିତ। ମଣିପୁରରେ ଗତ ୫୩ ଦିନ ଧରି ହିଂସା ଲାଗିରହିଛି। ଏହାରି ମଧ୍ୟରେ ଆମେରିକା ଏବଂ ଇଜିପ୍ଟ ଗସ୍ତରୁ ଫେରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପିଏମ ମୋଦି ଫେରିବା ପରେ ମଣିପୁର ହିଂସାକୁ ନେଇ ଉଚ୍ଚସ୍ତରୀୟ ବୈଠକ…