Odisha Link
Bridging the Missing Links in Odisha
Daily Archives

June 27, 2023

ଗବେଷଣା ଉପରେ ସୋଆର ଗୁରୁତ୍ୱ: ସୋଆ…

ଭୁବନେଶ୍ୱର: ଆନ୍ତଃବିଷୟ ଗବେଷଣା ବର୍ତମାନ ସବୁଠାରୁ ଅଧିକ ଆବଶ୍ୟକ ହୋଇଥିବା ବେଳେ ଶିକ୍ଷା ଏବଂ ଅଭିନବ ଗବେଷଣା ଉପରେ ଅଧିକ ଗୁରୁତ୍ୱାରୋପ କରୁଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ଏଥିରେ ଅଧିକ ମନୋନିବେଶ କରୁଛି ବୋଲି ସୋମବାର ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ କହିଛନ୍ତି।…

ରାଜ୍ୟରେ ମୌସୁମୀ ସକ୍ରିୟ,…

ଓଏଲ୍‌ ବ୍ୟୁରୋ: ବର୍ଷାରେ ବେହାଲ ହୋଇଛି ଓଡ଼ିଶା। ସମ୍ପୂର୍ଣ୍ଣ ଓଡ଼ିଶାକୁ ଅଗ୍ରସର ହୋଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଏହା ସହ ଲଘୁଚାପ ପ୍ରଭାବରେ ସାରା ରାଜ୍ୟର କିଛି ଅଂଚଳରେ ଲଗାଣ ବର୍ଷା ଲାଗିରହିଛି। ଆଜି ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ବର୍ଷା…

ସ୍ୱାଭାବିକ ହେଲା ବାହାନଗା ବଜାର ରେଳ…

ଓଏଲ୍‌ ବ୍ୟୁରୋ: ଜୁନ୍‌ ୨ ଠିକ୍‌ ସନ୍ଧ୍ୟା ସମୟରେ ବାଲେଶ୍ବର ଜିଲ୍ଲା ବାହାନଗା ବଜାର ଷ୍ଟେସନ ନିକଟରେ ଘଟିଥିଲା ଭୟଙ୍କର ଦୁର୍ଘଟଣା। ଯେଉଁଥିରେ ୨୯୨ ଜଣ ପ୍ରାଣ ହରାଇଥିବା ବେଳେ ହଜାରରୁ ଅଧିକ ଲୋକ ଆହତ ହୋଇଥିଲେ। ଏହି ଘଟଣାକୁ ନେଇ ତଦନ୍ତ କରୁଥିଲା ସିବିଆଇ। ତଦନ୍ତ ଚାଲିଥିବାରୁ ବାହାନଗା ବଜାର ଷ୍ଟେସନରେ…

‘ସମ୍ବିଧାନ ଉପରେ କେହି ନୁହଁନ୍ତି,…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ୨୦୨୪ ସାଧାରଣ ନିର୍ବାଚନ। ଗଡ଼ୁଛି ଦିନ ଆଉ ବଢୁଛି ରାଜନୈତିକ ଅଙ୍କକଷା। ରାଜନୀତିରେ ହଟଚମଟ ଆରମ୍ଭ ହୋଇଛି। ଏସବୁ ମଧ୍ୟରେ ମୁଖ୍ୟ ଶାସନ ସଚିବଙ୍କୁ କେନ୍ଦ୍ର ସରକାରଙ୍କ ଚିଠି। କେନ୍ଦ୍ର କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ସଚିବଙ୍କ ଚିଠି। ସାଂସଦ ଅପରାଜିତାଙ୍କ ଅଭିଯୋଗ ଆଧାରରେ…

ରାଜନୀତିରେ ହଟଚମଟ, ମୁଖ୍ୟ ଶାସନ…

ଓଏଲ୍‌ ବ୍ୟୁରୋ: ରାଜନୀତିରେ ହଟଚମଟ। ପାଖେଇ ଆସୁଛି ୨୦୨୪ ସାଧାରଣ ନିର୍ବାଚନ। ଗଡ଼ୁଛି ଦିନ ଆଉ ବଢୁଛି ରାଜନୈତିକ ଅଙ୍କକଷା। ଏସବୁ ମଧ୍ୟରେ ମୁଖ୍ୟ ଶାସନ ସଚିବଙ୍କୁ କେନ୍ଦ୍ର ସରକାରଙ୍କ ଚିଠି। କେନ୍ଦ୍ର କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ସଚିବଙ୍କ ଚିଠି। ସାଂସଦ ଅପରାଜିତାଙ୍କ ଅଭିଯୋଗ ଆଧାରରେ ଚିଠି। ଜଣେ…

ପତ୍ନୀ ହତ୍ୟା ମାମଲା: ଗୁଣପୁରର ପୂର୍ବତନ…

ଓଏଲ୍‌ ବ୍ୟୁରୋ: ଗୁଣୁପୁରର ପୂର୍ବତନ ବିଧାୟକଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ପତ୍ନୀ ହତ୍ୟା ମାମଲାରେ ପୂର୍ବତନ ବିଧାୟକ ଦୋଷୀ ସାବ୍ୟସ୍ତ। ଗୁଣୁପୁର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗୋ ଦୋଷୀ ସାବ୍ୟସ୍ତ। ରାୟ ଶୁଣାଇଲେ ଭୁବନେଶ୍ୱର ଏଡିଜେ-୩ କୋର୍ଟ। ଗୁଣପୁରର ପୂର୍ବତନ ବିଧାୟକ…

ରତ୍ନବେଦୀକୁ ବାହୁଡ଼ିବେ ତିନି ଦିଅଁ,…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ମହାପ୍ରଭୁ। ଜନ୍ମବେଦୀରୁ ରତ୍ନବେଦୀକୁ ଫେରିବେ ତିନି ଦିଅଁ। ବାହୁଡା ଯାତ୍ରା ପାଇଁ ଆରମ୍ଭ ହୋଇଛି ନୀତିକାନ୍ତି। ଶ୍ରୀଗୁଣ୍ଡିଚା ମନ୍ଦିରରେ ସପରିବାର ସହ ମହାପ୍ରଭୁଙ୍କ ଦର୍ଶନ କଲେ ଗଜପତି ମହାରାଜ। ଗର୍ଭଗୃହରେ ମହାପ୍ରଭୁଙ୍କ ପୂଜାର୍ଚ୍ଚନା ସହ…

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା…

ଓଏଲ୍‌ ବ୍ୟୁରୋ: କେନ୍ଦ୍ରମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନଙ୍କ ଚିଠି। ଦାବି ଦୋହରାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।କେନ୍ଦୁପତ୍ର ଉପରୁ ଜିଏସଟି ପ୍ରତ୍ୟାହାର ଦାବିରେ ପୁଣି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୮ ଲକ୍ଷ କେନ୍ଦୁପତ୍ର…

ଆଗକୁ ୨୦୨୪ ସାଧାରଣ ନିର୍ବାଚନ: ଚାକିରି…

ଓଏଲ୍‌ ବ୍ୟୁରୋ: ଗଡ଼ୁଛି ଦିନ ଆଉ ବଢୁଛି ରାଜନୈତିକ ଅଙ୍କକଷା। ପାଖେଇ ଆସୁଛି ୨୦୨୪ ସାଧାରଣ ନିର୍ବାଚନ। ଏସବୁ ମଧ୍ୟରେ ଏକ ପ୍ରକାର ବଡ ଖବର ସାମ୍ନାକୁ ଆସୁଛି। ଚାକିରି ଛାଡ଼ିଲେ ବିଧାୟକ ସୁର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ଏୟାର ଇଣ୍ଡିଆ କ୍ୟାପ୍‌ଟେନ ଚାକିରି ଛାଡ଼ିଲେ ମନ୍ମଥ। ଚାକିରି…

୫-ଟି ସଚିବଙ୍କ ଗସ୍ତକୁ ନେଇ କେନ୍ଦ୍ରକୁ…

ଓଏଲ୍‌ ବ୍ୟୁରୋ: ଗଡ଼ୁଛି ଦିନ ଆଉ ବଢୁଛି ରାଜନୈତିକ ଅଙ୍କକଷା। ପାଖେଇ ଆସୁଛି ୨୦୨୪ ସାଧାରଣ ନିର୍ବାଚନ। ଏସବୁ ମଧ୍ୟରେ ୫-ଟି ସଚିବଙ୍କ ନାଁରେ କେନ୍ଦ୍ରକୁ ଫେରାଦ ହେଲେ ବିଜୟ ପଟ୍ଟନାୟକ। ସର୍ବଭାରତୀୟ ସର୍ଭିସ କଣ୍ଡକ୍ଟ ରୁଲ୍ ଉଲ୍ଲଂଘନ ହେଉଥିବା ଫେରାଦ। କେନ୍ଦ୍ରକୁ ଚିଠି ଲେଖିଲେ ବରିଷ୍ଠ କଂଗ୍ରେସ ନେତା…