Odisha Link
Bridging the Missing Links in Odisha

ବାହୁଡ଼ା ଯାତ୍ରାରେ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପାଇଁ ସହାୟତା ରାଶି ଘୋଷଣା

ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା

ଓଏଲ୍‌ ବ୍ୟୁରୋ: ଗତକାଲି କେନ୍ଦୁଝରର କେନ୍ଦୁଆଠାରେ ୩ଜଣ ଏବଂ କୋରାପୁଟର କୋଲାବଠାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା। ବାହୁଡ଼ା ଯାତ୍ରା ଦେଖି ଫେରିବା ସମୟରେ ଏହି ଦୁର୍ଘଟଣା ହୋଇଥିଲା। ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ଆହତଙ୍କୁ ଉପଯୁକ୍ତ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଲେ।

Leave A Reply

Your email address will not be published.