Odisha Link
Bridging the Missing Links in Odisha
Daily Archives

July 3, 2023

ରାଜ୍ୟରେ ଚିନ୍ତା ବଢ଼ାଉଛି ଡେଙ୍ଗୁ,…

ଓଏଲ୍‌ ବ୍ୟୁରୋ: ବର୍ଷା ଆରମ୍ଭରୁ ମୁଣ୍ଡ ଟେକିଲାଣି ଡେଙ୍ଗୁ। ରାଜ୍ୟରେ ଧୀରେ ଧୀରେ ଡ଼େଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ରାଜଧାନୀ ଭୁବନେଶ୍ବରରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ କରାଯାଇଛି। ବର୍ତ୍ତମାନ ସୁଦ୍ଧା ପ୍ରାୟ ୧୮୫ ଜଣ ଡ଼େଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ସେଥିରୁ ଅଧିକାଂଶ…

ଥମୁନି ମଣିପୁର ହିଂସା, ପୁଣି ୪ ଜଣଙ୍କୁ…

ଓଏଲ୍‌ ବ୍ୟୁରୋ: ମଣିପୁରରେ ଜାତିଗତ ହିଂସାକୁ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଚିନ୍ତିତ। ମଣିପୁରରେ ପାଖାପାଖି ୨ ମାସ ହେବ ହିଂସା ଲାଗିରହିଛି। ଏହାରି ମଧ୍ୟରେ କୁମ୍ବି ବିଧାନସଭା କ୍ଷେତ୍ର ଅଧୀନ ଏକ ଅଞ୍ଚଳରେ ରକ୍ତପାତ ହୋଇଛି। ଦୁର୍ବୃତ୍ତମାନେ ଗତକାଲି ୪ ଜଣଙ୍କୁ ନିର୍ମମ ହତ୍ୟା କରିଛନ୍ତି।…

ପୁଣି ଟିଭି ପରଦାରେ ଦେଖିବାକୁ ମିଳିବ…

ଓଏଲ୍‌ ବ୍ୟୁରୋ: ରାମାୟଣ ପ୍ରେମୀଙ୍କ ପାଇଁ ଖୁସି ଖବର। ପୁଣି ଥରେ ଟିଭି ପରଦାକୁ ଆସିବ ରାମାନନ୍ଦ ସାଗରଙ୍କ 'ରାମାୟଣ'। ଚଳଚ୍ଚିତ୍ର 'ଆଦିପୁରୁଷ'କୁ ନେଇ ଚର୍ଚ୍ଚା ହେଉଥିବାବେଳେ ରାମାନନ୍ଦ ସାଗରଙ୍କ ରାମାୟଣ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ‘ରାମାୟଣ’ ଅତୀତରେ ଦୂରଦର୍ଶନରେ ପ୍ରକାଶିତ ହୋଇ ଅନେକ…

ଜେଲ୍‌ ଗଲେ ନବରଙ୍ଗପୁର ପୂର୍ବତନ…

ଓଏଲ୍‌ ବ୍ୟୁରୋ: ଜେଲ୍‌ ଗଲେ ନବରଙ୍ଗପୁର ପୂର୍ବତନ ଅତିରିକ୍ତ ଉପଜିଲ୍ଲାପାଳ। ସୁନ୍ଦରଗଡ଼ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର ପରେ ଜେଲ୍‌ ଗଲେ। ସୁନ୍ଦରଗଡ଼ ଜେଲ୍‌ ଗଲେ ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତ। ୫ ଦିନିଆ ରିମାଣ୍ଡ ସରିବା ପରେ ଆଜି କୋର୍ଟରେ ହାଜର ହୋଇଥିଲେ। ରିମାଣ୍ଡ ବେଳେ…

ଆଜି ପବିତ୍ର ଗୁରୁ ପୂର୍ଣ୍ଣିମା, ଜାଣନ୍ତୁ…

ଓଏଲ୍‌ ବ୍ୟୁରୋ: ଆଜି ପବିତ୍ର ଗୁରୁ ପୂର୍ଣ୍ଣିମା। ଗୁରୁ ପୂର୍ଣ୍ଣିମା ଦିନ ଭଗବାନ ବିଷ୍ଣୁଙ୍କୁ ପୂଜା କରାଯାଏ। ବିଷ୍ଣୁଙ୍କ ଅବତାର ବ୍ୟାସଦେବଙ୍କ ଜନ୍ମଦିବସକୁ ବ୍ୟାସ ପୂର୍ଣ୍ଣିମା ବା ଗୁରୁ ପୂର୍ଣ୍ଣିମା ରୂପେ ପାଳନ କରାଯାଏ। ଋଷି ପରାଶରଙ୍କ ଔରସରେ ମତ୍ସ୍ୟଗନ୍ଧା (ସତ୍ୟବତୀ)ଙ୍କ ଗର୍ଭରୁ ଆଷାଢ଼…

ବଢୁଛି ହୀରାକୁଦ ଜଳସ୍ତର, କଲମାର ସବୁ…

ଓଏଲ୍‌ ବ୍ୟୁରୋ: ଛତିଶଗଡ଼-ଓଡ଼ିଶା ମଧ୍ୟରେ ଲାଗିରହିଛି ମହାନଦୀ ଜଳବିବାଦ। ଏହାରି ମଧ୍ୟରେ ଚଳିତ ମୌସୁମୀରେ ଛତିଶଗଡ଼ ପ୍ରଥମ କରି ଗତ ସପ୍ତାହରେ ମହାନଦୀରେ ପାଣି ଛାଡ଼ିଥିଲା। କଲମା ବ୍ୟାରେଜର ୫ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଥିଲା। କଲମା ବ୍ୟାରେଜରେ ଖୋଲିଲା ସମସ୍ତ ୬୬ ଗେଟ୍‌। ପ୍ରବଳ ବର୍ଷା ଯୋଗୁ…

ପାରିବାରିକ କଳହ ନେଲା ୨ ଜୀବନ! ୩…

ଓଏଲ୍‌ ବ୍ୟୁରୋ: ବ୍ରହ୍ମପୁର ଆସିକାରେ ଘଟିଥିବା ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ୩ ଛୁଆଙ୍କୁ କୂଅକୁ ଫିଙ୍ଗି ଡେଇଁଲା ମା'। ୨ ଝିଅ ଓ ପୁଅକୁ କୂଅରେ ଫିଙ୍ଗି ମା'ର ଆତ୍ମହତ୍ୟା ଉଦ୍ୟମ। ଘଟଣାସ୍ଥଳରୁ ସାନ ଝିଅ ଓ ପୁଅର ମୃତଦେହ ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର କରାଯାଇଛି। ଶେରଗଡ଼…

ଆଜିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ…

ଓଏଲ୍‌ ବ୍ୟୁରୋ: ଆରମ୍ଭ ହେଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ଆଜିଠାରୁ ମାଟ୍ରିକ୍ ସପ୍ଲିମେଣ୍ଟାରୀ ସହ ଷ୍ଟେଟ୍ ଓପନ୍ ସ୍କୁଲ୍ ସାର୍ଟିଫିକେଟ୍ ପରୀକ୍ଷା ମଧ୍ୟ ଆରମ୍ଭ ହୋଇଛି। ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳନା କରୁଥିବା ଏହି ପରୀକ୍ଷା ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଚାଲିବ। ଦୁଇଟି ଯାକ ପରୀକ୍ଷାରେ…