Odisha Link
Bridging the Missing Links in Odisha

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୭ ମୃତ, ୨୮ ଆହତ

ମହାରାଷ୍ଟ୍ର ସିରିପୁରରେ ଏହି ଅଭାବନୀୟ ଘଟଣା ଘଟିଥିବା ସୂଚନା

ଓଏଲ୍‌ ବ୍ୟୁରୋ: ମହାରାଷ୍ଟ୍ରରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଖବର ସାମ୍ନାକୁ ଆସିଛି। ୩ ଗାଡିକୁ ଧକ୍କା ଦେଲା ଟ୍ରକ। ଘଟଣାସ୍ଥଳରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୮ଜଣ ଆହତ ହୋଇଛନ୍ତି। ମହାରାଷ୍ଟ୍ର ସିରିପୁରରେ ଏହି ଅଭାବନୀୟ ଘଟଣା ଘଟିଥିବା ସୂଚନା ମିଳିଛି। ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କୁ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି।

Leave A Reply

Your email address will not be published.