ଆଇପିଏସ୍ ସ୍ତରରେ ଅଦଳବଦଳ, ରାହୁଲ ଜୈନ…
ଓଏଲ୍ ବ୍ୟୁରୋ: ଆଇପିଏସ୍ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। କଟକ ଏସ୍ପି ଭାବେ ମିହିର କୁମାର ପଣ୍ଡାଙ୍କୁ ଦାୟିତ୍ବ ମିଳିଥିବା ବେଳେ ନୟଗାଡ଼ ଏସ୍ପି ଭାବେ ରାହୁଲ ଜୈନଙ୍କୁ ନିଯୁକ୍ତ କରିଛନ୍ତି ଓଡ଼ିଶା ସରକାର। ନୟାଗଡ଼ ଏସ୍ପି ଅଲେଖ ଚନ୍ଦ୍ର ପହି ଅବସର ଗ୍ରହଣ କରିବା ପରେ ନୟାଗଡ଼ ଏସପି ଭାବେ…