Odisha Link
Bridging the Missing Links in Odisha
Daily Archives

July 10, 2023

ବିଜେଡି ଜିତିଲେ ଅନ୍ୟକେହି ମୁଖ୍ୟମନ୍ତ୍ରୀ…

ଓଏଲ୍‌ ବ୍ୟୁରୋ: ୫-ଟି ସଚିବଙ୍କ ବିଭିନ୍ନ ଜିଲ୍ଲା ଗସ୍ତକୁ ନେଇ ବିସ୍ଫୋରକ ବୟାନ ଦେଇଛନ୍ତି ବିଜେପି ନେତା ପ୍ରଦୀପ ପୁରୋହିତ। ୫-ଟି ସଚିବ ଭିକେ ପାଣ୍ଡିଆନ୍‌ଙ୍କ ନାଁ ନେଇ କଲେ ଟାର୍ଗେଟ। ଆଜି ଭିକେ ପାଣ୍ଡିଆନ୍‌ ଅନୁଗୁଳ ଗସ୍ତ କରିଥିବା ବେଳେ ଭୁବନେଶ୍ବରରୁ ତାଙ୍କ ଗସ୍ତକୁ ନେଇ ଟାର୍ଗେଟ କରିଛି ବିଜେପି।…

ଓଟିପି ସେୟାରିଂ ମାମଲା: ଭୁବନେଶ୍ବରରେ…

ଓଏଲ୍‌ ବ୍ୟୁରୋ: ଖୋଲିବ ଓଟିପି ସେୟାରିଂ ସ୍କାମର ଗୁମର। ଓଟିପି ସେୟାରିଂ ସ୍କାମ ତଥ୍ୟ ଲିକ୍ ଘଟଣାରେ ଖୋଲିବ ପାକିସ୍ତାନ ଆଇଏସ୍ଆଇ ଏଜେଣ୍ଟଙ୍କ ସହ ଆର୍ଥିକ କାରବାରର ଲିଙ୍କର ଖୋଲତାଡ଼ କରିବ ଏନ୍‌ଆଇଏ। ଏଥିପାଇଁ ଭୁବନେଶ୍ବରରେ ପହଞ୍ଚିଲା ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)। ଓଟିପି ସେୟାର ମାମାଲାର…

୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ବର୍ଷାର ଲୁଚକାଳି ଖେଳ। ମୌସୁମୀ ବାୟୁ ରାଜ୍ୟରେ ପ୍ରବେଶ କରିଥିବା ସତ୍ତ୍ବେ ଏପର୍ଯ୍ୟନ୍ତ ରାଜ୍ୟରେ ସ୍ବଭାବିକ ବର୍ଷା ହୋଇ ପାରିନାହିଁ। ଏସବୁ ମଧ୍ୟରେ ଆଜି ରାଜ୍ୟର ୮ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ବର।…

ରାଜ୍ୟ ଔଷଧ ନିଗମ ଗୋଦାମରେ ଭୟଙ୍କର…

ଓଏଲ୍‌ ବ୍ୟୁରୋ: ସରକାରୀ ମେଡିସିନ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟିବାରୁ ଜଳିଗଲା ଲକ୍ଷାଧିକ ଟଙ୍କାର ଔଷଧ। ଗତକାଲ ବିଳମ୍ବିତ ରାତିରେ ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଥିବା ରାଜ୍ୟ ଔଷଧ ନିଗମର ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ପ୍ରାୟ ୭ ଘଣ୍ଟା ପରେ ନିଆଁକୁ ଆୟତ୍ତ କରିବାରେ ସଫଳ ହୋଇଥିଲା ଅଗ୍ନିଶମ…

ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,…

ଓଏଲ୍‌ ବ୍ୟୁରୋ: ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଯେଉଁଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ବିଭିନ୍ନ ଶୈବପୀଠ। ରାଜ୍ୟରେ ଥିବା ଶିବ ମନ୍ଦିର ଗୁଡ଼ିକରେ ସକାଳୁ ସକାଳୁ କାଉଡ଼ିଆଙ୍କ ଭିଡ଼ ଜମିମାର ଦେଖିବାକୁ ମିଳିଛି। ବିଶେଷ କରି ରାଜଧାନୀ ଭୁବନେଶ୍ବରରେ ଥିବା ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ପ୍ରବଳ ଭିଡ଼…

ଘରେ ପହଞ୍ଚିବା ପୂର୍ବରୁ ଚାଲିଗଲା…

ଓଏଲ୍‌ ବ୍ୟୁରୋ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ଜଣେ ପୁଲିସ କର୍ମଚାରୀଙ୍କ ଜୀବନ। ଗତକାଲି ବିଳମ୍ବିତ ରାତିରେ ମାଲକାନଗିରି ଜିଲ୍ଲା ଚମ୍ପାଖାରି ନିକଟରେ ହୋଇଥିବା ଦୁର୍ଘଟଣାରେ ଜଣେ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଉଛନ୍ତି ଡିଭିଏଫ ଯବାନ ବିଶ୍ବନା…