ସମ ହସ୍ପି୍ଟାଲ୍ରେ ଉଦ୍ଘାଟିତ ହେଲା…
ଓଏଲ୍ ବ୍ୟୁରୋ: ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲର ମାନସିକ ରୋଗ ବିଭାଗରେ ବୁଧବାର ଏକ ‘ନ୍ୟୁରୋ ମୋଡ୍ୟୁଲେସନ୍ ଲ୍ୟାବ୍’ ଉଦ୍ଘାଟିତ ହୋଇଯାଇଛି। ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପ୍ରଫେସର (ଡାକ୍ତର) ଅଶୋକ କୁମାର…