Odisha Link
Bridging the Missing Links in Odisha
Daily Archives

July 19, 2023

ଉତ୍ତରାଖଣ୍ଡରେ ଭୟଙ୍କର ବିସ୍ଫୋରଣ: ୧୦…

ଓଏଲ୍‌ ବ୍ୟୁରୋ: ଉତ୍ତରାଖଣ୍ଡ ଚାମୋଲି ଜିଲ୍ଲା ଅଳକାନନ୍ଦା ନଦୀ କୂଳରେ ଘଟିଥିବା ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ଟ୍ରାନ୍ସଫରମର୍ ବିସ୍ଫୋରଣ ହେବା ପରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତମାନଙ୍କୁ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏନେଇ ସ୍ଥାନୀୟ ଏସପି…

ପ୍ରକାଶ ପାଇଲା +୨ ଦ୍ବିତୀୟ ପର୍ଯ୍ୟାୟ…

ଓଏଲ୍‌ ବ୍ୟୁରୋ: ମାଟ୍ରିକରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର। ଚଳିତ ବର୍ଷର ଯୁକ୍ତଦୁଇ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇଛି। ଏହି ମେଧା ତାଲିକାରେ ମୋଟ ୭୦ ହଜାର ୧୦୫ ଛାତ୍ରଛାତ୍ରୀ ମନୋନୀତ ହୋଇଥିବା ସୂଚନା ରହିଛି। ମେଧା ତାଲିକାରେ ସ୍ଥାନ ପାଇଥିବା ମୋଟ ୭୦ ହଜାର…

ଅର୍ଚ୍ଚନା ନାଗ ମାମଲା: ସମ୍ପୃକ୍ତ…

ଓଏଲ୍‌ ବ୍ୟୁରୋ: ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ହନିଟ୍ରାପ ମାମଲାରେ ଆଉ ଏକ ଖବର ସାମ୍ନାକୁ ଆସିଛି। ଘଟଣାରେ ସମ୍ପୃକ୍ତ ଶ୍ରଦ୍ଧାଞ୍ଜଳୀ ବେହେରାଙ୍କ ଓକିଲ ଜରିଆରେ ହାଜର ହେବା ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି। ଏହି ଆବେଦନ ଖାରଜ କରିବା ସହ ସିବିଆଇ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଅଛି।…

କେନ୍ଦୁପତ୍ର ହିତାଧିକାରୀଙ୍କୁ…

ଓଏଲ୍‌ ବ୍ୟୁରୋ: ରାଜ୍ୟର କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୨୨ ଶସ୍ୟବର୍ଷର ତୃତୀୟ ପର୍ଯ୍ୟାୟରେ ୫୬ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ଏହା ଦ୍ୱାରା ୮ ଲକ୍ଷରୁ ଉର୍ଦ୍ଧ୍ବ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ। ଏହି ବୋନସ୍‌ ଓ…

ମାତିଛନ୍ତି ସାଇବର ଲୁଟେରା, ଅନଲାଇନ୍…

ଓଏଲ୍‌ ବ୍ୟୁରୋ: ଆଜିକାଲି ଲୁଟେରା ମାନେ ବିଭିନ୍ନ ଉପାୟରେ ଠକେଇ କରିବାରେ ଲାଗିଛନ୍ତି। କେତେବେଳେ ଅନଲାଇନ ଲୁଟିଲେଣି ତ କେତେବେଳେ ରାସ୍ତା କଡ଼ରୁ, ଏଭଳି ଘଟଣା ଅନେକ ସମୟରେ ସାମ୍ନାକୁ ଆସୁଛି। ଏଥିରେ ଶିକାର ହେଉଥିବା ଅନେକ ବ୍ୟକ୍ତି ଥାନାରେ ମଧ୍ୟ ଏତଲା ଦେଉଛନ୍ତି। ଏଭଳି ଠକେଇରୁ ନିଜକୁ ଦୂରରେ ରଖିବା…

ଭିଜୁଛି ଓଡ଼ିଶା, ବଢୁଛି ହୀରାକୁଦ ଜଳସ୍ତର

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ପୁଣି ପ୍ରବଳ ବର୍ଷାର ଆଶଙ୍କା ରହିଛି। ଆସନ୍ତା ୨୪ ଘଣ୍ଟା ଭିତରେ ଘୂର୍ଣ୍ଣିବଳୟ ନେବ ଲଘୁଚାପ ରୂପ। କାଲିଠୁ ୨୨ ତାରିଖ ପର୍ଯ୍ୟନ୍ତ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ଦକ୍ଷିଣ ଓଡ଼ିଶାରେ ଭୀଷଣ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି। ରାଜ୍ୟରେ…

ନୀଳଗିରିରେ ମେମୁ ଟ୍ରେନ ଦୁର୍ଘଟଣାରୁ…

ଓଏଲ୍‌ ବ୍ୟୁରୋ: ନୀଳଗିରି ରୋଡରେ ମେମୁ ଟ୍ରେନ ଦୁର୍ଘଟଣା ହେବାରୁ ଭାଗ୍ୟ ବଶତଃ ବଞ୍ଚି ଯାଇଥିଲା। ରେଳ ଦୁର୍ଘଟଣା ଖବର ପ୍ରତିଦିନ ସାମ୍ନାକୁ ଆସୁଥିବାବେଳେ ଏନେଇ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ସମ୍ପୃକ୍ତ ୨ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ସମ୍ପୃକ୍ତ…

ମାଲକାନଗିରିର ଅନେକ ଅଞ୍ଚଳ ଜଳମଗ୍ନ,…

ଓଏଲ୍‌ ବ୍ୟୁରୋ: ମାଲକାନଗିରିରେ ପ୍ରବଳ ବର୍ଷା ପରେ ବିଭିନ୍ନ ନଦୀର ଜଳସ୍ତର ବଢିଛି। ନଦୀ ଭ୍ରମ ସୃଷ୍ଟି କରୁଛି ଜାତୀୟ ରାଜପଥ। କାଙ୍ଗୋରୁକୋଣ୍ଡା ପୋଲ ଉପରେ ୧୦ ଫୁଟ ଉଚ୍ଚର ବନ୍ୟା ଜଳ ପ୍ରବାହିତ ହେଉଛି। କୋରକୋଣ୍ଡା ତର୍ଲାକୋଟା ପୋଲ ଉପରେ ଜଳ ପ୍ରବାହିତ ହେବା ଫଳରେ ବାଲିମେଳା ସହ ଅନ୍ୟ ଅଞ୍ଚଳକୁ ଯୋଗାଯୋଗ…

ବିନା ଲାଇସେନ୍ସରେ ଗାଡ଼ି ଚଳାଉଥିଲେ…

ଓଏଲ୍‌ ବ୍ୟୁରୋ: ଗାଡ଼ି ଚାଳକଙ୍କ ପାଇଁ ବଡ ଖବର ସାମ୍ନାକୁ ଆସିଛି। ବିନା ଲାଇସେନ୍ସରେ ଗାଡ଼ି ଚଳାଉଥିଲେ ସାବଧାନ ରୁହନ୍ତୁ। ଆଜିଠୁ ପରିବହନ ବିଭାଗ ପକ୍ଷରୁ ସ୍ପେଶାଲ ଡ୍ରାଇଭ ଆରମ୍ଭ ହୋଇଯାଇଅଛି। ସ୍ପେଶାଲ ଡ୍ରାଇଭରେ ଧରାପଡ଼ିଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦିଆଯାଇଛି। ସମସ୍ତ ଘରୋଇ…

ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ!…

ଓଏଲ୍‌ ବ୍ୟୁରୋ: ପୁଣି ପ୍ରବଳ ବର୍ଷାର ଆଶଙ୍କା। ଆସନ୍ତା ୨୪ ଘଣ୍ଟା ଭିତରେ ଘୂର୍ଣ୍ଣିବଳୟ ନେବ ଲଘୁଚାପ ରୂପ। କାଲିଠୁ ୨୨ ତାରିଖ ପର୍ଯ୍ୟନ୍ତ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ଦକ୍ଷିଣ ଓଡ଼ିଶାରେ ଭୀଷଣ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି। ଅନ୍ୟପଟେ, ଗତ ୨୪ ଘଣ୍ଟା…