Odisha Link
Bridging the Missing Links in Odisha

ଉତ୍ତରାଖଣ୍ଡରେ ଭୟଙ୍କର ବିସ୍ଫୋରଣ: ୧୦ ମୃତ, ଅନେକ ଆହତ

ଓଏଲ୍‌ ବ୍ୟୁରୋ: ଉତ୍ତରାଖଣ୍ଡ ଚାମୋଲି ଜିଲ୍ଲା ଅଳକାନନ୍ଦା ନଦୀ କୂଳରେ ଘଟିଥିବା ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ଟ୍ରାନ୍ସଫରମର୍ ବିସ୍ଫୋରଣ ହେବା ପରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତମାନଙ୍କୁ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏନେଇ ସ୍ଥାନୀୟ ଏସପି ସୂଚନା ଦେଇଛନ୍ତି।

Leave A Reply

Your email address will not be published.