Odisha Link
Bridging the Missing Links in Odisha

କୁସ୍ତିଯୋଦ୍ଧାଙ୍କୁ ଯୌନ ଶୋଷଣ ମାମଲା: ବ୍ରିଜଭୂଷଣଙ୍କୁ ସର୍ତ୍ତମୂଳକ ଜାମିନ

କୋର୍ଟଙ୍କ ବିନା ଅନୁମତିରେ ବିଦେଶ ଯାଇ ପାରିବେ ନାହିଁ ବୋଲି ସର୍ତ୍ତ ରଖାଯାଇଛି।

ଓଏଲ୍‌ ବ୍ୟୁରୋ: କୁସ୍ତିଯୋଦ୍ଧାଙ୍କୁ ଯୌନ ଶୋଷଣ ମାମଲାରେ ସମ୍ପୃକ୍ତ ବ୍ରିଜଭୂଷଣଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରାଯାଇଛି। ମହିଳା ରେସଲରଙ୍କୁ ଯୌନ ଉତ୍ପୀଡ଼ନ ମାମଲାରେ ଦିଲ୍ଲୀର ରାଉଜ ଏଭେନ୍ୟୁ କୋର୍ଟ ବ୍ରିଜଭୂଷଣଙ୍କୁ ଜାମିନ ପ୍ରଦାନ କରିଛନ୍ତି। କୋର୍ଟଙ୍କ ବିନା ଅନୁମତିରେ ବିଦେଶ ଯାଇ ପାରିବେ ନାହିଁ ବୋଲି ସର୍ତ୍ତ ରଖାଯାଇଛି। ଜୁଲାଇ ୧୮ ତାରିଖରେ ବ୍ରିଜଭୂଷଣଙ୍କୁ ଅନ୍ତରୀଣ ଜାମିନ ମିଳିଥିଲା।