Odisha Link
Bridging the Missing Links in Odisha
Daily Archives

July 21, 2023

ବିରାଟ କୋହଲି ‘୫୦୦’ ନଟ୍‌…

ଓଏଲ୍‌ ବ୍ୟୁରୋ: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଉଥିବା ୧୦୦ ତମ ଟେଷ୍ଟରେ ଦୃଢ଼ ସ୍ଥିତିରେ ଭାରତ। ଦ୍ବିତୀୟ ଖେଳର ଲଞ୍ଚ ସୁଦ୍ଧା ଭାରତ ୬ ଓ୍ବିକେଟ ହରାଇ ୩୭୩ ରନ୍‌ କରିଛି। ଅନ୍ୟପଟେ କ୍ୟାରିୟର ୫୦୦ ତମ ଅନ୍ତରାଷ୍ଟ୍ରୀୟ ମ୍ୟାଚ୍‌ ଖେଳୁଥିବା ରନ୍‌ ମେସିନ୍‌ ବିରାଟ କୋହଲି ହାସଲ କରିଛନ୍ତି ଖାସ୍‌…

ଆଇସିସି ପ୍ରୋମୋରେ ଓଡ଼ିଆ ପୁଅ, ଏବେ…

ଓଏଲ୍‌ ବ୍ୟୁରୋ: ଅନ୍ତରାଷ୍ଟ୍ରୀୟ କ୍ରିକେଟ ପରିଷଦ (ଆଇସିସି) ଆଗାମୀ ଦିନିକିଆ ବିଶ୍ବକପ୍‌ ପାଇଁ ଅଫିସିଆଲ୍‌ ପ୍ରୋମୋ ଲଞ୍ଚ କରିଛି। ଏହି ପ୍ରୋମୋରେ ବଲିଉଡ ସୁପରଷ୍ଟାର ଶାହରୁଖ ଖାନ୍‌, ଜେପି ଡୁମୁନି, ଶୁଭମନ ଗିଲ, ଦିନେଶ କାର୍ତ୍ତିକ ନଜର ଆସିଛନ୍ତି। ଏଥିସହିତ ଓଡ଼ିଆ ପୁଅ ତଥା ବିରାଟ କୋହଲିଙ୍କ ବଡ଼…

ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବରେ…

ଓଏଲ୍‌ ବ୍ୟୁରୋ: ଶେଷ ହୋଇଛି ରାଜ୍ୟ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ମୋଟ ୧୭ଟି ପ୍ରସ୍ତାବରେ ମୋହର ଲାଗିଛି। ମିଶନ ଶକ୍ତି, କୃଷି, ସ୍ୱାସ୍ଥ୍ୟ, ଗଣଶିକ୍ଷା, ଜଳସମ୍ପଦ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, ଦକ୍ଷତା ବିକାଶ ଭଳି ବିଭିନ୍ନ ବିଭାଗର ‌ମୋଟ୍‌…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା, ଭିଜିଲାନ୍ସ…

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ଜାଲରେ ପୁଣି ଜଣେ ମହିଳା ସରକାରୀ କର୍ମଚାରୀ। ୩୧ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ଭିଜିଲାନ୍ସ ପଞ୍ଝାରେ ଧରାପଡିଥିବା ମହିଳା ସରକାରୀ କର୍ମଚାରୀ ଜଣକ ହେଲେ ବଲାଙ୍ଗିରର ଜେଣ୍ଡର କୋର୍ଡିନେଟର ପୁଷ୍ପାଙ୍ଗୀନି ଯୋଶୀ। ପ୍ରଧାନ ଶିକ୍ଷକଙ୍କ ବିଲ୍‌…

ଆଜି ପ୍ରକାଶ ପାଇବ ସ୍ପେଶାଲ ଓଜେଇଇ…

ଓଏଲ୍‌ ବ୍ୟୁରୋ: ଆଜି ପ୍ରକାଶ ପାଇବ ସ୍ପେଶାଲ ଓଜେଇଇର ଫଳାଫଳ। ୪ଟି ସିଫ୍ଟରେ ସିବିଟି ମୋଡ୍‌ରେ ଏହି ପରୀକ୍ଷା ହୋଇଥିଲା। ୨୮ ସହରର ୩୮ଟି କେନ୍ଦ୍ରରେ ପରୀକ୍ଷା ହୋଇଥିଲା। ପରୀକ୍ଷା ପାଇଁ ୨୮ ହଜାର ୬୦୦ ଛାତ୍ରଛାତ୍ରୀ ଆବେଦନ କରିଥିଲେ। ସିବିଟି ବା କମ୍ପ୍ୟୁଟର ବେସଡ ଟେଷ୍ଟ ମାଧ୍ୟମରେ ସ୍ବତନ୍ତ୍ର ଓଜେଇଇ…

ମୋଦି ଉପନାମ ମାମଲା: ଆବେଦନକାରୀ…

ଓଏଲ୍‌ ବ୍ୟୁରୋ: କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ମୋଦି ସରନେମ ମନ୍ତବ୍ୟ ମାମଲାକୁ ନେଇ ସୁପ୍ରିମକୋର୍ଟ ନୋଟିସ ଜାରି କରିଛନ୍ତି। ମାମଲାର ଆବେଦନକାରୀ ପୂର୍ଣ୍ଣେଶ ମୋଦି ଓ ଗୁଜରାଟ ସରକାରଙ୍କୁ ସୁପ୍ରିମକୋର୍ଟ ନୋଟିସ କରିଛନ୍ତି। ଅଗଷ୍ଟ ୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ ବୋଲି ସୂଚନା ଜାରି…

ସଂସଦର ମୌସୁମୀ ଅଧିବେଶନ: ବିରୋଧୀଙ୍କ…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲିଠୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ପ୍ରଥମଥର ପାଇଁ ନବନିର୍ମିତ ସଂସଦ ଭବନରେ ଅଧିବେଶନ ଅନୁଷ୍ଠିତ ହୋଇଛି। ଗତକାଲି ଏହି ଅବସରରେ ସଂସଦର ଉଭୟ ସଦନରେ ଦିବଂଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଦିନ ୧୨ଟା ପର୍ଯ୍ୟନ୍ତ ରାଜ୍ୟସଭା, ୨ଟା ପର୍ଯ୍ୟନ୍ତ ଲୋକସଭା ମୁଲତବୀ…

ଖୋଲିବ ହୀରାକୁଦ ଡ୍ୟାମ୍‌, ସତର୍କ ଘଣ୍ଟି…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ତା ସହିତ ମୌସୁମୀର ନିମ୍ନଚାପ ରେଖା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର…

ନୟାଗଡ଼ରେ ୫-ଟି ସଚିବ, ଦାବି ଦୋହରାଇଲା…

ନୟାଗଡ଼: ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶକ୍ରମେ ତାଙ୍କର ପ୍ରତିନିଧି ଭାବେ ନୟାଗଡ଼ ଜିଲ୍ଲାର ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ସମସ୍ୟା ଜାଣିବା ଓ ସେ ସବୁର ସମାଧାନ ପାଇଁ ବାଟ ତିଆରି କରିବା ଲକ୍ଷ୍ୟରେ ଦୁଇଦିନିଆ ନୟାଗଡ଼ ଜିଲ୍ଲା ଗସ୍ତରେ ଆସିଛନ୍ତି ଭି କାର୍ତିକେୟ ପାଣ୍ଡିଆନ୍।…

ଘୂର୍ଣ୍ଣିବଳୟ ପ୍ରଭାବ: ଭିଜୁଛି ଓଡ଼ିଶା,…

ଓଏଲ୍‌ ବ୍ୟୁରୋ: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ତା ସହିତ ମୌସୁମୀର ନିମ୍ନଚାପ ରେଖା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…