Odisha Link
Bridging the Missing Links in Odisha
Daily Archives

July 21, 2023

ଆଜି ଅପରାହ୍ନରେ ରାଜ୍ୟ କ୍ୟାବିନେଟ୍‌…

ଓଏଲ୍‌ ବ୍ୟୁରୋ: ଆଜି ଅପରାହ୍ନରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ୧୦ରୁ ଅଧିକ ପ୍ରସ୍ତାବରେ ମୋହର ଲାଗିପାରେ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସଂଧ୍ୟା ସାଢ଼େ ୬ଟାରେ ବୈଠକ ବସିବ। କୃଷି, ସ୍ବାସ୍ଥ୍ୟ, ଗଣଶିକ୍ଷା,…

ମଣିପୁର ଭିଡିଓ ଭାଇରାଲ ଘଟଣା: ୪…

ଓଏଲ୍‌ ବ୍ୟୁରୋ: ମଣିପୁର ଘଟଣା ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ଦୁଇ ମହିଳାଙ୍କୁ ସର୍ବସାଧାରଣରେ ନିର୍ଯାତନା ଘଟଣା ଦେଶ ବାସୀଙ୍କର ମୁଣ୍ଡ ନୁଆଁଇ ଦେଇଛି। ମହିଳାଙ୍କୁ ନିର୍ଯାତନା ସମୟର ଭିଡିଓ ଭାଇରାଲ ହେବା ପରେ ସବୁଠି ତୀବ୍ର ହେଉଛି ବିରୋଧର ସ୍ୱର। ଏହି ଘଟଣାରେ ଏଯାବତ ମୋଟ ୪…

ଶ୍ରୀମନ୍ଦିରର ୪ ଦ୍ୱାର ଖୋଲିବା ପ୍ରସଙ୍ଗ:…

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିରର ୪ ଦ୍ୱାର ଖୋଲିବା ପ୍ରସଙ୍ଗକୁ ନେଇ ଚର୍ଚ୍ଚା ଜୋର ଧରିଛି। ବଡ଼ଦେଉଳର ଚାରି ଦ୍ୱାର ଖୋଲିବା ପ୍ରସଙ୍ଗକୁ ନେଇ ଛତିଶା ନିଯୋଗର ଜରୁରୀ ବୈଠକ କରାଯିବ। ତେବେ ଆଜି ଅପରାହ୍ନ ୫ଟାରେ ନୀଳାଦ୍ରି ଭକ୍ତ ନିବାସରେ ଏହି ବୈଠକ କରାଯିବ। ଏହି ବୈଠକର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

ଜୁଲାଇ ୨୩ରେ ଖୋଲିବ ହୀରାକୁଦ ଡ୍ୟାମ, ୬୧୩…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ତା ସହିତ ମୌସୁମୀର ନିମ୍ନଚାପ ରେଖା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର…