Odisha Link
Bridging the Missing Links in Odisha
Daily Archives

July 24, 2023

ବଢୁଛି ହୀରାକୁଦ ଜଳସ୍ତର, ଆଉ ୩ଟି ଗେଟ୍‌…

ଓଏଲ୍‌ ବ୍ୟୁରୋ: ହୀରାକୁଦ ଡ୍ୟାମରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହୋଇଛି। ଗତକାଲି ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ଗେଟ୍ ଖୋଲାଯାଇଥିଲା। ଏହାପରେ ପର୍ଯ୍ୟାୟ କ୍ରମେ ୫ଟି ଗେଟ୍ ଖୋଲା ଯାଇଥିଲା। ତେବେ ଆଜି ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳସ୍ତର ୬୧୪.୪୭ ଫୁଟରେ ପହଂଚିଛି। ହୀରାକୁଦର ଜଳସ୍ତର…

ଆସନ୍ତାକାଲି ଓଡ଼ିଶା ଆସିବେ ମହାମହିମ,…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ଅର୍ଥାତ ଜୁଲାଇ ୨୫ରୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନିଦିନିଆ ଓଡିଶା ଗସ୍ତ ପୂର୍ବରୁ ଆଜି କାରକେଡ୍ ରିହରସେଲ କରାଯାଇଛି। ମହାମହିମ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବର…

ଖୋଲିଛି ହୀରାକୁଦ ଡ୍ୟାମ୍‌, ତଳିଆ ଅଞ୍ଚଳ…

ଓଏଲ୍‌ ବ୍ୟୁରୋ: ହୀରାକୁଦ ଡ୍ୟାମରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହୋଇଛି। ଗତକାଲି ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ଗେଟ୍ ଖୋଲାଯାଇଥିଲା। ଏହାପରେ ପର୍ଯ୍ୟାୟ କ୍ରମେ ୫ଟି ଗେଟ୍ ଖୋଲା ଯାଇଥିଲା। ତେବେ ଆଜି ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳସ୍ତର ୬୧୪.୪୭ ଫୁଟରେ ପହଂଚିଛି। ୧ ଲକ୍ଷ ୧୬ ହଜାର…

ଏଲନ ମସ୍କଙ୍କ ବଡ଼ ଘୋଷଣା: ବଦଳିଲା…

ଓଏଲ୍‌ ବ୍ୟୁରୋ: ଖୁବ ଜଣାଶୁଣା ଟ୍ବିଟରର ପୂର୍ବତନ ସିଇଓ ଏଲନ ମସ୍କ ଟ୍ୱିଟର ବ୍ୟବହାରକାରୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ବିଶ୍ୱର ଲୋକପ୍ରିୟ ସୋସିଆଲ ମିଡିଆ ଟୁଇଟର ଟୁଇଟର ମାଲିକ ଏଲନ ମସ୍କ ଟୁଇଟରକୁ ରିବ୍ରାଣ୍ଡିଂ କରିବାକୁ ବିଚାର କରୁଛନ୍ତି। ଟୁଇଟରକୁ ସେ ସୁପର ଆପ ଭାବେ ବିକାସ କରିବାକୁ…

ପାରିବାରିକ କଳହର କରୁଣ ଚିତ୍ର, ସ୍ତ୍ରୀ ଓ…

ଓଏଲ୍‌ ବ୍ୟୁରୋ: ପାରିବାରିକ କଳହର କରୁଣ ଚିତ୍ର। ନିଜ ୫ବର୍ଷର ପୁଅ ଓ ସ୍ତ୍ରୀର ତଣ୍ଟି ଚିପି ହତ୍ୟା କରିଛନ୍ତି ଜଣେ ବ୍ୟକ୍ତି। ଏହି ଘଟଣା ଭଦ୍ରକ ଭଣ୍ଡାରିପୋଖରୀ ଥାନା କୁଶଗଡ଼ିଆ ଗାଁରେ ଘଟିଛି। ପାରିବାରିକ କଳହକୁ ନେଇ ସ୍ତ୍ରୀ ଓ ପୁଅକୁ ହତ୍ୟା କରିଥିବା କୁହାଯାଉଛି। ମୃତକ ହେଲେ କାଞ୍ଚନ ନାୟକ ଓ ତାଙ୍କ…

ଆଜି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ,…

ଓଏଲ୍‌ ବ୍ୟୁରୋ: ଆଜି ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ଶ୍ରୀଜିଉଙ୍କ ଏହି ଖସାପଡ଼ା ନୀତି ସମୟରେ ସାଧାରଣ ଦର୍ଶନ ଉପରେ କଟକଣା ଜାରି କରାଯାଇଛି। ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ନିଷିଦ୍ଧ କରାଯାଇଛି। ସନ୍ଧ୍ୟା ୬ଟାରୁ ରାତି ୯ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ।…

ମେଘାଚ୍ଛନ୍ନ ଆକାଶ, ସୃଷ୍ଟି ହେଲା…

ଓଏଲ୍‌ ବ୍ୟୁରୋ: ରାଜ୍ୟର ବିଭିନ୍ନ ଜିଲ୍ଲାରେ କୋହଲା ପାଗ ସହ ମେଘାଚ୍ଛନ୍ନ ଆକାଶ ଦେଖିବାକୁ ମିଳିଛି। ପଶ୍ଚିମ କେନ୍ଦ୍ରୀୟ ତତ-ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳର ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୫.୮ ରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଆଗାମୀ ୨୪ ଘଣ୍ଟା…