Odisha Link
Bridging the Missing Links in Odisha
Daily Archives

July 27, 2023

ନୀତିନ ଗଡ଼କରୀ-ଧର୍ମେନ୍ଦ୍ର ପ୍ରଧାନ…

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟି ଓଡ଼ିଶାରେ କ୍ରିୟାନ୍ୱୟନ ହେଉଥିବା ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଅଗ୍ରଗତି ଏବଂ ନିର୍ମାଣ କାର୍ଯ୍ୟ ନେଇ ସମୀକ୍ଷା କରିବା ସହ ଆଲୋଚନା କରିଛନ୍ତି ।…

ଶୁକ୍ରବାର ପରିବର୍ତ୍ତେ ଶନିବାର ମହରମ୍‌…

ଓଏଲ୍‌ ବ୍ୟୁରୋ: ଇସଲାମ୍‌ ଧର୍ମାବଲମ୍ବୀଙ୍କ ମହରମ୍‌ ପର୍ବ ପାଇଁ ୨୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଶୁକ୍ରବାର ପରିବର୍ତ୍ତେ ଶନିବାରକୁ ଛୁଟି ଘୋଷଣା କରିଛନ୍ତି ସରକାର। ଏନେଇ ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଛି। ଏହି ଦିନ ରାଜ୍ୟର…

ଦିଲ୍ଳୀ ଫେରିଗଲେ ରାଷ୍ଟ୍ରପତି

ଓଏଲ୍‌ ବ୍ୟୁରୋ: ଶେଷ ହେଲା ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ତିନି ଦିନିଆ ଓଡ଼ିଶା ଗସ୍ତ। ବାୟୁସେନାର ସ୍ବତନ୍ତ୍ର ବିମାନରେ ନୂଆଦିଲ୍ଲୀ ଫେରିଛନ୍ତି ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରେ ବିଦାୟ ଦେଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶା…

ପ୍ରଥମ ଦିନିକିଆ: ପ୍ରଥମେ ବୋଲିଂ କରିବ…

ଓଏଲ୍‌ ବ୍ୟୁରୋ: ଟେଷ୍ଟ ଶୃଙ୍ଖଳା ଜିତିବା ପରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ପ୍ରଥମ ଦିନିକିଆରେ ଟିମ୍‌ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ପ୍ରଥମେ ବୋଲିଂ କରିବାର ନିଷ୍ପତ୍ତି ନେଇଛନ୍ତି। ସେହିପରି ପ୍ରଥମେ ବ୍ୟାଟିଂ କରିବାକୁ ପଡ଼ିଆକୁ…

ଫେବ୍ରୁଆରୀ ୨୦ରୁ ହେବ ମାଟ୍ରିକ ପରୀକ୍ଷା,…

ଓଏଲ୍‌ ବ୍ୟୁରୋ: ଫେବ୍ରୁଆରୀରେ ହେବ ୨୦୨୩-୨୦୨୪ ଶିକ୍ଷାବର୍ଷ ମାଟ୍ରିକ୍‌ ପରୀକ୍ଷା। ୨୦୨୪ ଫେବ୍ରୁଆରୀ ୨୦ରେ ମାଟ୍ରିକ ପରୀକ୍ଷା ହେବ ବୋଲି ଆଜି ଘୋଷଣା କରିଛି ବୋର୍ଡ। ପରୀକ୍ଷା ଫେବ୍ରୁଆରୀ ୨୦ରୁ ଆରମ୍ଭ ହୋଇ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ସୂଚନା ଦେଇଛି ବୋର୍ଡ। ମାଟ୍ରିକ ପରୀକ୍ଷ…

ଓଏସ୍‌ଏସ୍‌ସି ପ୍ରଶ୍ନପତ୍ର ଲିକ ମାମଲା:…

ଓଏଲ୍‌ ବ୍ୟୁରୋ: ସାରା ରାଜ୍ୟରେ ଚହଳ ପକାଇଥିବା ଓଏସ୍‌ଏସ୍‌ସି ପ୍ରଶ୍ନପତ୍ର ଲିକ୍‌ ମାମଲାରେ ପୁଲିସକୁ ବଡ଼ ସଫଳତା। ପ୍ରଶ୍ନପତ୍ର ଲିକ୍‌ ମାମଲାର ମାଷ୍ଟର ମାଇଣ୍ଡ ଗିରଫ। ବିହରରୁ ମାଷ୍ଟର ମାଇଣ୍ଡକୁ ଗିରଫ କରିଛି ବାଲେଶ୍ୱର ପୁଲିସ। ମାଷ୍ଟର ମାଇଣ୍ଡ ସମେତ ୭ ଅଭିଯୁକ୍ତଙ୍କୁ ଗିରଫ କରିଛି ପୁଲିସ। ସେମଧ୍ୟରେ…

ଆଜି ୧୦ ଜନଜାତି ସମୁଦାୟକୁ ଭେଟିବେ…

ଓଏଲ୍‌ ବ୍ୟୁରୋ: ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଶେଷ ଦିନ। ସେ ଆଜି ଅପରାହ୍ଣରେ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଫେରିଯିବେ। ଏହାପୂର୍ବରୁ ମହାମହିମ ୧୦ଟି ପିଭିଟିଜି ବା ନିର୍ଦ୍ଦିଷ୍ଟ ରୂପେ ସଂକଟପ୍ରବଣ ଜନଜାତି ସମୁଦାୟକୁ ଭେଟିବାର କାର୍ୟ୍ୟକ୍ରମ ରହିଛି।…

ସଂସଦରେ ଅଚଳାବସ୍ଥା ଜାରି: କଳା ପୋଷାକ…

ଓଏଲ୍‌ ବ୍ୟୁରୋ: ମଣିପୁର ପ୍ରସଙ୍ଗରେ ସଂସଦର ମୌସୁମୀ ଅଧିବେଶନ ଉଠୁଛି ପଡ଼ୁଛି। ସଂସଦରେ ଅଚଳାବସ୍ଥା ଜାରି ରହିଥିବା ବେଳେ କେନ୍ଦ୍ର ସରକାରଙ୍କୁ ବିରୋଧୀଙ୍କ କଡ଼ା ଟାର୍ଗେଟ। ଏସବୁ ମଧ୍ୟରେ କଂଗ୍ରେସ ଏବଂ ଆପ୍‌ ଦଳ ପକ୍ଷରୁ ସମସ୍ତ ସାଂସଦଙ୍କୁ ହ୍ବିପ୍‌ ଜାରି କରାଯାଇଛି। ଅନ୍ୟପଟେ ବିରୋଧୀଙ୍କ ଇ-ଣ୍ଡି-ଆ…

ଅଗଷ୍ଟ ୧୬ରୁ ହେବ କି ବସ୍‌ ଚଳାଚଳ ବନ୍ଦ?…

ଓଏଲ୍‌ ବ୍ୟୁରୋ: ଜନସାଧାରଣଙ୍କ ଗମନାଗମନ ସୁବିଧା ପାଇଁ ରାଜ୍ୟ ସରକାର ସହରାଞ୍ଚଳରୁ ଆରମ୍ଭ କରି ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ମୋ ବସ୍‌ ଚଳାଚଳ କରାଉଛନ୍ତି। ଏସବୁ ମଧ୍ୟରେ ରାଜ୍ୟ ବସ୍‌ ମାଲିକ ସଂଘ ବସ୍‌ ଚଳାଚଳ ବନ୍ଦ ନେଇ ଚେତାବନୀ ଦେଇଛି। ମୋ ବସ୍‌ ଚଳାଚଳ ଦ୍ବାରା ହେଉଥିବା କ୍ଷତି ଏବଂ ଗଣ୍ଡଗୋଳ ପରିସ୍ଥିତି…