Odisha Link
Bridging the Missing Links in Odisha
Daily Archives

August 4, 2023

ଭଦ୍ରକର ବିଭିନ୍ନ ସ୍ଥାନରେ ଜଳମଗ୍ନ:…

ଓଏଲ୍‌ ବ୍ୟୁରୋ: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ବର୍ଷା କାରଣରୁ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଥିବାବେଳେ ଭଦ୍ରକର ବିଭିନ୍ନ ସ୍ଥାନ ଜଳମଗ୍ନ ହୋଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଲା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ବନ୍ୟା ପରିଚାଳନା ବୈଠକ ଆୟୋଜିତ…

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ…

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହୋଇଛି। ଏହି ବୈଠକରେ ବନକଲାଗି ସଂପର୍କରେ ନିଷ୍ପତି ନିଆଯାଇଛି। ବୁଧବାର ଅର୍ଥାତ ଆସନ୍ତା ୯ ତାରିଖରେ ହିଁ ବନକଲାଗି କରାଯିବାକୁ କମିଟିରେ ନିଷ୍ପତ୍ତି ନିଆଯାଇଛି। ସାଧାରଣ ସମୟରେ ମାସକୁ ୨ ଥର ବୁଧବାର ବନକଲାଗି ହୁଏ। ବୁଧବାର ବେଶି ନୀତିକାନ୍ତି…

ଏବେ ଖୋଲିବନି ଶ୍ରୀମନ୍ଦିରର ୪ ଦ୍ୱାର:…

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହୋଇଛି। ଏହି ବୈଠକରେ ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବା ନେଇ ନିଷ୍ପତି ହୋଇଛି। ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇ କହିଛନ୍ତି ଯେ, ଭକ୍ତମାନଙ୍କ ପାଇଁ ଏବେ ଖୋଲିବନି ଶ୍ରୀମନ୍ଦିରର ୪ ଦ୍ୱାର। ପରିକ୍ରମା ପ୍ରକଳ୍ପ କାମ ସରିନଥିବାରୁ ଏବେ…

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ:…

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହୋଇଛି। ଏହି ବୈଠକରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବାକୁ ସରକାରଙ୍କ ପାଖରେ ଶ୍ରୀମନ୍ଦିର ପରିଚାଳନା କମିଟି ସୁପାରିଶ କରିଛି। ଆଗାମୀ ରଥଯାତ୍ରା ସମୟରେ ଖୋଲିବାକୁ କମିଟି ସୁପାରିଶ କରିଛି। ତେବେ ଏ ନେଇ ବୈଠକ ପରେ ପୁରୀ ଜିଲ୍ଲାପାଳ ସମର୍ଥ…

ନୟାଗଡ଼ରୁ ରୁଷ ଅଭିମୁଖେ ଆଇରନ୍‌ ମ୍ୟାନ୍‌…

ଓଏଲ୍‌ ବ୍ୟୁରୋ: ନୟାଗଡ଼ର ଗୌରବ ଆଇରନ୍‌ ମ୍ୟାନ୍‌ ଓ ପର୍ବତାରୋହୀ ସୌଭାଗ୍ୟ କୁମାର ରଥ ଅଗଷ୍ଟ ମାସରେ ୟୁରୋପ୍‌ ଓ ରୁଷ୍‌ର ସର୍ବୋଚ୍ଚ ଶୃଙ୍ଗ ୧୮୫୧୦ ଫୁଟ ଉଚ୍ଚ ମାଉଣ୍ଟ୍ ଏଲ୍‌ବ୍ରସ୍‌ ଚଢ଼ିବାକୁ ଯାଉଛନ୍ତି। ଏଥିପାଇଁ ସେ ଆଜି ନୟାଗଡ଼ରୁ ରୁଷ୍ ଯାତ୍ରା ଆରମ୍ଭ କରିଛନ୍ତି। ଯାତ୍ରା ପୂର୍ବରୁ ଆଜି ସକାଳେ ନୟାଗଡ଼…

ହୀରାକୁଦ ଡ୍ୟାମର ଖୋଲିଲା ଆଉ ୫ଟି ଗେଟ୍‌,…

ଓଏଲ୍‌ ବ୍ୟୁରୋ: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ବର୍ଷା କାରଣରୁ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଥିବାବେଳେ ହୀରାକୁଦର ୭ଟି ଗେଟ୍ ଖୋଲିଥିବା ଜଣା ପଡିଛି। ପୂର୍ବରୁ ୨ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଥିବାବେଳେ ଏବେ ଆଉ ୫ଟି ଗେଟ୍‌ ଖୋଲିଛି। ୭ଟି ଗେଟ୍‌ ଦେଇ ଜଳ…

ଆକ୍ସନ୍ ନେଲେ ଡିଜିପି, ନିଲମ୍ବିତ ହେଲେ…

ଓଏଲ୍‌ ବ୍ୟୁରୋ: କୋରାପୁଟ ଜିଲ୍ଲା ଦଶମନ୍ତପୁର ଥାନା ଆଇଆଇସି ଚନ୍ଦ୍ରଭାନୁ ମହାନ୍ତି ସସପେଣ୍ଡ୍ ହୋଇଥିବା ଖବର ସାମ୍ନାକୁ ଆସିଛି। ଆଇଆଇସି ଚନ୍ଦ୍ରଭାନୁ ମହାନ୍ତି ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଆଇଆଇସି ଚନ୍ଦ୍ରଭାନୁ ମହାନ୍ତି ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ି ଗିରଫ ହୋଇଥିବାରୁ…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା, ଭିଜିଲାନ୍ସ…

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ କର୍ମଚାରୀ। ଭିଜିଲାନ୍ସ ଜାଲରେ ଧରାପଡିଥିବା ସରକାରୀ ବାବୁ ଜଣକ ହେଲେ ଏରସମା ସର୍କଲ ଗୋଡ଼ା ଆରଆଇ। ଜମି ମ୍ୟୁଟେସନ ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଆରଆଇ ନୃସିଂହ ରାଉତ ଧରାପଡିଛନ୍ତି।

ମୋଦି ସରନେମ ମାମଲା: ରାହୁଲ ଗାନ୍ଧୀଙ୍କୁ…

ଓଏଲ୍‌ ବ୍ୟୁରୋ: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଆଶ୍ବସ୍ତି। ମୋଦି ସରନେମ ମାମଲାରେ ରାହୁଲ ଗାନ୍ଧୀଙ୍କୁ ମିଳିଲା ଆଶ୍ବସ୍ତି। ଏହି ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ବଡ଼ ରାୟ ଶୁଣାଇଛନ୍ତି। ଗୁଜରାଟ ହାଇକୋର୍ଟ ଦେଇଥିବା ଦଣ୍ଡାଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ। ସୂଚନା ଅନୁସାରେ, ସବୁ ଚୋର…

ଚିନ୍ତା ବଢ଼ାଉଛି ବର୍ଷା: ଆଉ ୫ଟି ଗେଟ୍…

ଓଏଲ୍‌ ବ୍ୟୁରୋ: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ବର୍ଷା କାରଣରୁ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଥିବାବେଳେ ହୀରାକୁଦର ଆଉ ୨ଟି ଗେଟ୍ ଖୋଲିଥିବା ଜଣା ପଡିଛି। ତେବେ ଆଜି ଅପରାହ୍ନରେ ହୀରାକୁଦର ଆଉ ୫ଟି ଗେଟ୍ ଖୋଲିବ ବୋଲି ଜଳସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ସୂଚନା…