Odisha Link
Bridging the Missing Links in Odisha
Daily Archives

August 4, 2023

ଏଏସ୍ଓ ପରୀକ୍ଷା ମାମଲା: ୬ ସପ୍ତାହ…

ଓଏଲ୍‌ ବ୍ୟୁରୋ: ଓଡ଼ିଶା ପବ୍ଲିକ ସର୍ଭିସ୍ କମିସନ୍ ଦ୍ୱାରା ଆୟୋଜିତ ଏଏସ୍ଓ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଓଡ଼ିଶା ପବ୍ଲିକ ସର୍ଭିସ୍ କମିସନ୍ ଦ୍ୱାରା ଆୟୋଜିତ ଏଏସ୍‌ଓ ପରୀକ୍ଷାରେ ହୋଇଥିବା ଅନିୟମିତତାକୁ ନେଇ କୋର୍ଟରେ ମାମଲା ହୋଇଥିଲା। ଏଏସ୍ଓ ଚୟନ ଅନିୟମିତତା ମାମଲାରେ ହାଇକୋର୍ଟ ରାୟ…

ଓଏଲଏକ୍ସରୁ ଜିନିଷ କିଣୁଥିଲେ ସାବଧାନ,…

ଓଏଲ୍‌ ବ୍ୟୁରୋ: ସୋସିଆଲ ମିଡିଆର ଚାହିଦା ଦିନକୁ ଦିନ ବଢ଼ିବାରେ ଲାଗିଛି। ତାହାର ଯେତିକି ସଦୁପଯୋଗ କରାଯାଉଛି ତାହା ତୁଳନାରେ ଅଧିକ ଅପବ୍ୟବହାର ହେଉଥିବା ଖବର ସାମ୍ନାକୁ ଆସୁଛି। କେତେବେଳେ ଲୁଟେରା ଅନଲାଇନରେ କୌଣସି ଲିଙ୍କ ମାଧ୍ୟମରେ ଲୁଟ କରୁଛନ୍ତି ତ କେତେବେଳେ ଫୋନ କଲ ଜରିଆରେ। ବର୍ତମାନ ଓଏଲଏକ୍ସରୁ…

ମା’ ଭଟ୍ଟାରିକା ମନ୍ଦିରରୁ କମିଲା ବନ୍ୟା…

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତ ତିନି ଦିନ ଧରି ଲଗାଣ ବର୍ଷା ଯୋଗୁଁ ରାଜ୍ୟର ବିିିିଭିନ୍ନ ନଦୀରେ ବନ୍ୟା ପରିସ୍ଥିତି ଦେଖିବାକୁ ମିଳିଛି। ମହାନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଥିବାରୁ ମନ୍ଦିର କର୍ତ୍ତୃପକ୍ଷ ଅଧିଷ୍ଠାତ୍ରୀ ଦେବୀଙ୍କୁ ଅଧିକ ଉଚ୍ଚ ସ୍ଥାନରେ…

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ…

ଓଏଲ୍‌ ବ୍ୟୁରୋ: ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ ହୋଇଛି। ନୀଳାଦ୍ରି ଭକ୍ତ ନିବାସରେ ଦିନ ୧୧ଟାରେ ଏହି ବୈଠକ ଆରମ୍ଭ ହୋଇଛି। ରଥଯାତ୍ରାରେ ବିଶୃଙ୍ଖଳା ଏବଂ ବନକଲାଗି ନୀତି ନେଇ ଆଲୋଚନା କରାଯିବ। ଏହା ସହ ଆସନ୍ତା ୯ ତାରିଖରେ ବନକଲାଗି ନୀତି ହେବ। ବନକଲାଗି ନେଇ ଶ୍ରୀମନ୍ଦିର ପ୍ରଶାସନ…

କେଦାରନାଥ ଯାତ୍ରା ପଥରେ ଭୂସ୍ଖଳନ: କିଛି…

ଓଏଲ୍‌ ବ୍ୟୁରୋ: କେଦାରନାଥ ଯାତ୍ରା ପଥରେ ଅଘଟଣ। ଗତକାଲି ରାତିରେ ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଜିଲ୍ଲା ଦେଇ ଯାଇଥିବା କେଦାରନାଥ ଯାତ୍ରା ପଥରେ ଭୂସ୍ଖଳନ ହୋଇଥିବା ସୂଚନା ରହିଛି। କେଦାରନାଥ ଯାତ୍ରା ପଥରେ ଭୂସ୍ଖଳନ ହେବାରୁ କିଛି ଯାତ୍ରୀ ପୋତି ହୋଇପଡ଼ିଥିବା ଆଶଙ୍କା ରହିଛି। ପ୍ରବଳ ବୃଷ୍ଟିପାତ ପରେ…

କଟକ ମୁଣ୍ଡଳିରେ କମୁଛି ଜଳ ପ୍ରବାହ, ହେଲେ…

ଓଏଲ୍‌ ବ୍ୟୁରୋ: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ବର୍ଷା କାରଣରୁ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଥିବାବେଳେ ହୀରାକୁଦର ଆଉ ୨ଟି ଗେଟ୍ ଖୋଲିଥିବା ଜଣା ପଡିଛି। ତେବେ ଆଜି ଅପରାହ୍ନରେ ହୀରାକୁଦର ଅଧିକ ଗେଟ୍ ଖୋଲିବ ବୋଲି ଜଳସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ସୂଚନା…

‘ଉପରମୁଣ୍ଡରେ ବର୍ଷା, ଖୋଲିବ…

ଓଏଲ୍‌ ବ୍ୟୁରୋ: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ବର୍ଷା କାରଣରୁ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଥିବାବେଳେ ହୀରାକୁଦର ଆଉ ୨ଟି ଗେଟ୍ ଖୋଲିଥିବା ଜଣା ପଡିଛି। ତେବେ ଆଜି ଅପରାହ୍ନରେ ହୀରାକୁଦର ଅଧିକ ଗେଟ୍ ଖୋଲିବ ବୋଲି ଜଳସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ସୂଚନା…

ପାଖେଇ ଆସୁଛି ନିର୍ବାଚନ: ୩୫ ଜଣିଆ ରାଜ୍ୟ…

ଓଏଲ୍‌ ବ୍ୟୁରୋ: ଆଗକୁ ୨୦୨୪ ସାଧାରଣ ନିର୍ବାଚନ। ଏହାକୁ ନଜରରେ ରଖି ଭାରତୀୟ ଜନତା ପାର୍ଟି ପ୍ରସ୍ତୁତି ଆରମ୍ଭ କରିଛି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ୩୫ ଜଣିଆ ରାଜ୍ୟ ପଦାଧିକାରୀଙ୍କ ନାଁ ଘୋଷଣା କରିଛନ୍ତି। ବିଜେପି ଯେଉଁ କେନ୍ଦ୍ରୀୟ ପଦାଧିକାରୀଙ୍କ ନାଁ ଘୋଷଣା କରିଛି ସେଥିରେ ୧୦ ଜଣ…

ଆଜି ଓଡ଼ିଶା ଆସୁଛନ୍ତି ଅମିତ ଶାହ

ଓଏଲ୍‌ ବ୍ୟୁରୋ: ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଭାରତୀୟ ବାୟୁସେନାର ସ୍ୱତନ୍ତ୍ର ବିମାନରେ କେନ୍ଦ୍ର ଗୃହମନ୍ତ୍ରୀ ଆଜି ରାତି ୧୦ଟା ୪୫ରେ ଭୁବନେଶ୍ୱରରେ ପହଞ୍ଚିବେ। ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଆସିବେ। ଶନିବାର ଶାହଙ୍କର ବିଭିନ୍ନ ସରକାରୀ…

ଆଜି ଓଡ଼ିଆ ସାମ୍ବାଦିକତା ଦିବସ,…

ଓଏଲ୍‌ ବ୍ୟୁରୋ: ଆଜି ଓଡ଼ିଆ ସାମ୍ବାଦିକତା ଦିବସ। ସତ୍ୟ ଏବଂ ନିରପେକ୍ଷ ସମ୍ବାଦ ପରିବେଷଣ କରି ସୁସ୍ଥ ସମାଜ ଓ ସଶକ୍ତ ରାଷ୍ଟ୍ର ନିର୍ମାଣ କ୍ଷେତ୍ରରେ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଗଣମାଧ୍ୟମର ଭୂମିକା ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ। ଆଜିର ଦିନରେ ଓଡ଼ିଶାର ପ୍ରଥମ ଖବରକାଗଜ 'ଉତ୍କଳ ଦୀପିକା' ପ୍ରକାଶିତ…