Odisha Link
Bridging the Missing Links in Odisha

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକକୁ ପଛରୁ ପିଟିଲା ଟ୍ରକ୍, ଡ୍ରାଇଭର ଜୀବନ୍ତ ଦଗ୍ଧ

ଓଏଲ୍‌ ବ୍ୟୁରୋ: କେନ୍ଦୁଝର ସଦର ଥାନା ୪୯ ନମ୍ବର ଜାତୀୟ ରାଜପଥର ମହୁଲଡିହା ଗାଁ ନିକଟରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଖବର ସାମ୍ନାକୁ ଆସିଛି। ମହୁଲଡିହା ଗାଁ ନିକଟରେ ଟ୍ରକକୁ ପଛରୁ ପିଟିଲା ଟ୍ରକ୍। ଘଟଣାସ୍ଥଳରେ ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଥିବା ଜଣା ପଡିଛି। ଦୁଇଟି ଟ୍ରକ କଲିକତା ଅଭିମୁଖେ ଯାଉଥିବାବେଳେ ଦୁର୍ଘଟଣା ହୋଇଥିବା ସୂଚନା ରହିଛି।

Leave A Reply

Your email address will not be published.