Odisha Link
Bridging the Missing Links in Odisha

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଜେଲ୍‌, ୫ ବର୍ଷ ଯାଏଁ ଲଢ଼ିପାରିବେନି ନିର୍ବାଚନ

ଓଏଲ୍‌ ବ୍ୟୁରୋ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନେଇ ବଡ ଖବର ସାମ୍ନାକୁ ଆସିଥିଲା। ବହୁଚର୍ଚ୍ଚିତ ତୋଷଖାନା ମାମଲାରେ ଇମ୍ରାନ ଖାଁ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏହି ମାମଲାରେ କୋର୍ଟ ତାଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଛନ୍ତି। ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ୫ ବର୍ଷ ଯାଏ ନିର୍ବାଚନ ଲଢ଼ି ପାରିବେନି।

Leave A Reply

Your email address will not be published.