Odisha Link
Bridging the Missing Links in Odisha
Daily Archives

August 7, 2023

ବିଜୁ ପଟ୍ଟନାୟକ ଓ ବିଧାନ ରାୟ ମୋର…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ସାଧାରଣ ନିର୍ଵାଚନ। ବିଭିନ୍ନ ରାଜନୈତିକ ଦଳ ନିଜର ରାଜନୀତି ଗୋଟି ଚଳାଇବା ଆରମ୍ଭ କଲେଣି। ଏହାରି ମଧ୍ୟରେ ନବନିଯୁକ୍ତ ବିଜେପି ଉପସଭାପତି ଡା. ପୂର୍ଣ୍ଣଚନ୍ଦ୍ର ମହାପାତ୍ର ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ରୋଗୀ ଦେଖା ବନ୍ଦ କରିବେନି। ବିଜୁ…

ଓଡ଼ିଆରେ ନାମଫଳକ ନଲେଖିବା ପଡ଼ିଲା…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ଥିବା ସମସ୍ତ ଦୋକାନ ଓ ବ୍ୟବସାୟୀକ ଅନୁଷ୍ଠାନର ନାମଫଳକକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଥିଲା। ଓଡ଼ିଶାର ସମସ୍ତ ଦୋକାନ ଓ ବ୍ୟବସାୟୀକ ଅନୁଷ୍ଠାନରେ ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ ହୋଇଥିବା ଜଣା ପଡିଥିଲା। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ସମସ୍ତ ଦୋକାନ ଓ…

ବଢ଼ିବ ଯୁବ ଭୋଟରଙ୍କ ସଂଖ୍ୟା, ନିର୍ଦ୍ଦେଶ…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଏହାରି ମଧ୍ୟରେ ଯୁବ ଭୋଟରଙ୍କ ସଂଖ୍ୟା ବଢ଼ାଇବାକୁ ରାଜ୍ୟ ନିର୍ବାଚନ ଅଧିକାରୀ ନିର୍ଦ୍ଦେଶ ଦେଇଥିବା ଜଣା ପଡିଛି। ସଂଖ୍ୟା ବୃଦ୍ଧି ପାଇଁ କଲେଜ ସ୍ତରରେ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି। ଏନେଇ ଉଚ୍ଚଶିକ୍ଷା ବିଭାଗକୁ ରାଜ୍ୟ ନିର୍ବାଚନ ଅଧିକାରୀ…

ସଂସଦରେ ପାରିତ ହେଲା ଡିଜିଟାଲ୍…

ଓଏଲ୍‌ ବ୍ୟୁରୋ: ସଂସଦରେ ପାରିତ ହେଲା ଡିଜିଟାଲ୍ ବ୍ୟକ୍ତିଗତ ତଥ୍ୟ ସୁରକ୍ଷା ବିଲ୍। ଭାରତ ସରକାର ଡିସେମ୍ବର ୨୦୧୯ରେ ସଂସଦରେ ବ୍ୟକ୍ତିଗତ ତଥ୍ୟ ସୁରକ୍ଷା ବିଲ୍ ୨୦୧୯ ପ୍ରଣୟନ କରାଯାଇଥିଲା। ସଂସଦର ମିଳିତ କମିଟିରେ ବିଚାର ପାଇଁ ଏହି ବିଲ୍ ପଠାଯାଇଥିଲା। ମିଳିତ କମିଟିର ପରାମର୍ଶ ପରେ ବାଚସ୍ପତିଙ୍କ…

ସାମ୍ବାଦିକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ…

ଓଏଲ୍‌ ବ୍ୟୁରୋ: ରାଜ୍ୟର କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ସାମ୍ନାକୁ ଆସିଛି। ରାଜ୍ୟରେ କାର୍ଯ୍ୟରତ ଥିବା ସାମ୍ବାଦିକଙ୍କ ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଆରମ୍ଭ ହେଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାର ଆବେଦନ ଅବଧି ଅଗଷ୍ଟ ୧୫ ତାରିଖ ଯାଏଁ ବୃଦ୍ଧି ପାଇଛି। ସୂଚନା…

‘ବେଶୀ ବର୍ଷା ହେଲେ ବନ୍ୟା…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଗତ କିଛି ଦିନ ହେବ ବର୍ଷା କାରଣରୁ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ତେବେ ବିଭିନ୍ନ ଜିଲ୍ଲାରେ ବର୍ଷା ଆଶଙ୍କା କରାଯାଉଥିବାରୁ ଏନେଇ ମୁଖ୍ୟ ଶାସନ ସଚିବ ନିଜର ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ସବୁ ବର୍ଷା ଯେ ବନ୍ୟା କରିବ, ତାହା କୁହାଯାଇପାରିବ…

ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲା: ଏଏସ୍ଆଇ…

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାରେ ଏକ ବଡ ଖବର ସାମ୍ନାକୁ ଆସିଛି। ଏଏସ୍ଆଇ ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାରେ ପକ୍ଷରୁ ସତ୍ୟପାଠ ଦାଖଲ କରାଯାଇଛି। ହାଇକୋର୍ଟରେ ସତ୍ୟପାଠ ଦାଖଲ ପରେ ଏଏସ୍ଆଇ ଅଧୀକ୍ଷକ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଭିତର ଭଣ୍ଡାର କେବେ ମଧ୍ୟ ଅନୁଧ୍ୟାନ…

ମଧୁବାବୁ ପେନସନ୍‌ ଯୋଜନା: ନୂଆ…

ଓଏଲ୍‌ ବ୍ୟୁରୋ: ମଧୁବାବୁ ପେନସନ ଯୋଜନାକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। ମଧୁବାବୁ ପେନସନ ଯୋଜନା ପରିସରରେ ଆଉ ୪ଲକ୍ଷ ୧୩ହଜାର ହିତାଧିକାରୀଙ୍କୁ ସାମିଲ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ହିତାଧିକାରୀଙ୍କୁ ସାମିଲ କରିବାକୁ ଅନୁମୋଦନ ପ୍ରଦାନ କରିଛନ୍ତି। ରାଜ୍ୟରେ ମୋଟ୍ ହିତାଧିକାରୀ…

ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ, ନିଆଁ ଲିଭା…

ଓଏଲ୍‌ ବ୍ୟୁରୋ: ଦିଲ୍ଳୀ ଏମ୍ସ ହସ୍ପିଟାଲରେ ଅଗ୍ନିକାଣ୍ଡ। ହସ୍ପିଟାଲର ଏଣ୍ଡୋସ୍କୋପି ବିଭାଗରେ ନିଆଁ ଲାଗିଥିବା ନେଇ ଖବର ସାମ୍ନାକୁ ଆସିଛି। ନିଆଁକୁ ଆୟତ୍ତ କରିବା ପାଇଁ ୬ଟି ଅଗ୍ନିଶମ ଗାଡ଼ି ନିୟୋଜିତ ହୋଇଛନ୍ତି। ଏଥିରେ କାହାର କ୍ଷତି ଘଟିନାହିଁ। ନିଆଁ ଲାଗିବା ପରେ ରୋଗୀମାନଙ୍କୁ ଅନ୍ୟ ସ୍ଥାନକୁ…

ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ…

ଓଏଲ୍‌ ବ୍ୟୁରୋ: ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳାଫଳ। ଗତ ଜୁଲାଇ ୩ରୁ ଆରମ୍ଭ ହୋଇ ୮ ତାରିଖରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଶେଷ ହୋଇଥିଲା। ମାଟ୍ରିକ୍ ସପ୍ଲିମେଣ୍ଟାରୀ ସହ ଷ୍ଟେଟ୍ ଓପନ୍ ସ୍କୁଲ୍ ସାର୍ଟିଫିକେଟ୍ ପରୀକ୍ଷା ମଧ୍ୟ ହୋଇଥିଲା। ଦୁଇଟି ଯାକ ପରୀକ୍ଷାରେ ପ୍ରାୟ ୧୦…