ଏଏସ୍ଓ ପରୀକ୍ଷା ମାମଲା: ଚୟନ ପ୍ରକ୍ରିୟା…
ଓଏଲ୍ ବ୍ୟୁରୋ: ଓଡ଼ିଶା ପବ୍ଲିକ ସର୍ଭିସ୍ କମିସନ୍ ଦ୍ୱାରା ଆୟୋଜିତ ଏଏସ୍ଓ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଓଡ଼ିଶା ପବ୍ଲିକ ସର୍ଭିସ୍ କମିସନ୍ ଦ୍ୱାରା ଆୟୋଜିତ ଏଏସ୍ଓ ପରୀକ୍ଷାରେ ହୋଇଥିବା ଅନିୟମିତତାକୁ ନେଇ କୋର୍ଟରେ ମାମଲା ହୋଇଥିଲା। ଏଏସ୍ଓ ଚୟନ ଅନିୟମିତତା ମାମଲାରେ ହାଇକୋର୍ଟ ରାୟ…