Odisha Link
Bridging the Missing Links in Odisha

ଆଜି ରାଜ୍ୟ କ୍ୟାବିନେଟ ବୈଠକ: ୧୦ରୁ ଅଧିକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର

ଓଏଲ୍‌ ବ୍ୟୁରୋ: ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ। ଦିନ ୧୨ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ ବୋଲି ସୂଚନା ମିଳିଛି। ତେବେ ରାଜ୍ୟ କ୍ୟାବିନେଟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ ବୈଠକରେ ବିଭିନ୍ନ ପ୍ରସ୍ତାବ ଉପରେ ମୋହର ବାଜିବ। ୧୦ରୁ ଅଧିକ ପ୍ରସ୍ତାବ ଉପରେ କ୍ୟାବିନେଟରେ ଆଲୋଚନା ହେବ। ଭିତିଭୂମି ସୁଦୃଢ ହେବା ପାଇଁ ବୈଠକରେ ମୁଖ୍ୟ ଗୁରୁତ୍ୱ ରହିବ ବୋଲି କୁହାଯାଉଛି।

Leave A Reply

Your email address will not be published.