Odisha Link
Bridging the Missing Links in Odisha
Daily Archives

August 25, 2023

ବିଶ୍ୱ ଆଥଲେଟିକ୍ସ: ଫାଇନାଲରେ ପହଞ୍ଚିଲେ…

ଓଏଲ୍‌ ବ୍ୟୁରୋ: ହଙ୍ଗେରୀର ରାଜଧାନୀ ବୁଡାପେଷ୍ଟ ଠାରେ ଆଥଲେଟିକ୍ସ ଚମ୍ପିଆନସିପ ୨୦୨୩ ଆୟୋଜିତ ହେଉଛି। ଏହି କ୍ରମରେ ଭାରତୀୟ ଆଥଲେଟ ନୀରଜ ଚୋପ୍ରା ବିଶ୍ୱ ଆଥଲେଟିକ୍ସ ଚମ୍ପିଆନସିପର ଫାଇନାଲରେ ନିଜର ସ୍ଥାନ ବଜାୟ ରଖିଛନ୍ତି। ତାଙ୍କସହ ଫାଇନାଲ ରାଉଣ୍ଡରେ ପ୍ରଥମ ଓଡ଼ିଆ ଭାବେ ଓଡ଼ିଶାର କିଶୋର ଜେନା ସ୍ଥାନ…

ସୌରୀନଙ୍କ ବିରୋଧରେ ଯୌନ ଶୋଷଣ ମାମଲା:…

ଓଏଲ୍‌ ବ୍ୟୁରୋ: ବଲିଉଡ୍ ଗାୟକ ସୌରୀନ ଭଟ୍ଟଙ୍କ ଉପରେ ଯୌନ ଶୋଷଣ ମାମଲା ହୋଇଥିବା ଖବର ସାମ୍ନାକୁ ଆସିଥିଲା। ସୌରୀନଙ୍କୁ ଠାବ ପାଇଁ ଟିମ୍‌ ଗଠିତ ହୋଇଥିଲା। ଏହି ମାମଲାରେ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା। ଏହି ମାମଲାର ଶୁଣାଣି କରି କୋର୍ଟ ରାୟ ସଂରକ୍ଷିତ କରିଛନ୍ତି। ସୂଚନା ଅନୁସାରେ, ବଲିଉଡର…

ସ୍ୱର୍ଣ୍ଣପଦକ ଆଶାରେ ନୀରଜ ଚୋପ୍ରା,…

ଓଏଲ୍‌ ବ୍ୟୁରୋ: ପୁଣି କମାଲ କଲେ ଜାଭଲିନ୍ ଥ୍ରୋୟର ନୀରଜ ଚୋପ୍ରା। ହଙ୍ଗେରୀର ରାଜଧାନୀ ବୁଡାପେଷ୍ଟ ଠାରେ ଆଥଲେଟିକ୍ସ ଚମ୍ପିଆନସିପ ୨୦୨୩ ଆୟୋଜିତ ହେଉଛି। ଏହି କ୍ରମରେ ଭାରତୀୟ ଆଥଲେଟ ନୀରଜ ଚୋପ୍ରା ବିଶ୍ୱ ଆଥଲେଟିକ୍ସ ଚମ୍ପିଆନସିପର ଫାଇନାଲରେ ନିଜର ସ୍ଥାନ ବଜାୟ ରଖିଛନ୍ତି। ଏହାସହ ସେ ପ୍ୟାରିସ୍…

ବ୍ରହ୍ମପୁର ଗସ୍ତରେ ୫-ଟି ସଚିବ, ବିଭିନ୍ନ…

ଓଏଲ୍‌ ବ୍ୟୁରୋ: ଖୋର୍ଦ୍ଧା ପରେ ଆଜିଠୁ ୩ ଦିନିଆ ଗଞ୍ଜାମ ଗସ୍ତରେ ୫-ଟି ସଚିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ୍ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶନିମନ୍ଦିର…

ସମ୍ବଲପୁରରେ ଜିଏସଟି ରେଡ୍, ତିନୋଟି…

ଓଏଲ୍‌ ବ୍ୟୁରୋ: ସମ୍ବଲପୁରରେ ଜିଏସଟି ରେଡ୍ ହୋଇଥିବା ଖବର ସାମ୍ନାକୁ ଆସିଛି। ଜିଏସଟି ବିଭାଗ ପକ୍ଷରୁ ସମ୍ବଲପୁରର ତିନୋଟି ସ୍ଥାନରେ ଜିଏସଟି ରେଡ୍ ଚାଲିଛି। ଗୋଲବଜାର, କ୍ଷେତରାଜପୁର ଓ ରେମେଡରେ ଜିଏସଟି ବିଭାଗ ପକ୍ଷରୁ ଚଢାଉ ଚାଲିଛି। ଟିକସ ଫାଙ୍କିଥିବା ଅଭିଯୋଗରେ ପାନ ମସଲା ଗୋଦାମରେ ରେଡ୍ ଚାଲିଥିବା…

ବ୍ରହ୍ମପୁରରେ ବିଧାୟକଙ୍କୁ ବିରୋଧ,…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ନିର୍ବାଚନ। ଆଗାମୀ ନିର୍ବାଚନକୁ ନଜରରେ ରଖି ବିଭିନ୍ନ ରାଜନୈତିକ ଦଳ ନିଜ ନିଜର ଗୋଟି ଚାଳନା ଆରମ୍ଭ କରିଛନ୍ତି। ଏହାରି ମଧ୍ୟରେ ସରଗରମ ହୋଇଉଠିଛି ଗଂଜାମ ସହର। ଖୋର୍ଦ୍ଧା ପରେ ଆଜିଠୁ ୩ ଦିନିଆ ଗଞ୍ଜାମ ଗସ୍ତରେ ୫-ଟି ସଚିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…

ରାଜଧାନୀରେ ବ୍ୟାପୁଛି ଡେଙ୍ଗୁ, ପଦକ୍ଷେପ…

ଓଏଲ୍‌ ବ୍ୟୁରୋ: ରାଜଧାନୀରେ ଡେଙ୍ଗୁ ଥମିବା ନାଁ ଧରୁନି। ରାଜଧାନୀ ଭୁବନେଶ୍ବରରେ ଘରେ ଘରେ ଡେଙ୍ଗୁ ସଂକ୍ରମଣ ମାଡିବାର ଖବର ସାମ୍ନାକୁ ଆସିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧ ହଜାର ୧୫୫ ରୋଗୀ ଚିହ୍ନଟ ହୋଇଛନ୍ତି। କ୍ୟାପିଟାଲ୍‌ ହସ୍‌ପିଟାଲ୍‌ରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରୁ ଅଭାବନୀୟ ସ୍ଥିତି…

ପ୍ରଦୀପ ପାଣିଗ୍ରାହୀଙ୍କୁ ବିଜେଡିର…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ନିର୍ବାଚନ। ଆଗାମୀ ନିର୍ବାଚନକୁ ନଜରରେ ରଖି ବିଭିନ୍ନ ରାଜନୈତିକ ଦଳ ନିଜ ନିଜର ଗୋଟି ଚାଳନା ଆରମ୍ଭ କରିଛନ୍ତି। ଏହାରି ମଧ୍ୟରେ ସରଗରମ ହୋଇଉଠିଛି ଗଂଜାମ ସହର। ଖୋର୍ଦ୍ଧା ପରେ ଆଜିଠୁ ୩ ଦିନିଆ ଗଞ୍ଜାମ ଗସ୍ତରେ ୫-ଟି ସଚିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…

ଆଗକୁ ସାଧାରଣ ନିର୍ବାଚନ: ଓଡ଼ିଶା ଆସିବେ…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ନିର୍ବାଚନ। ଆଗାମୀ ନିର୍ବାଚନକୁ ନଜରରେ ରଖି ବିଭିନ୍ନ ରାଜନୈତିକ ଦଳ ନିଜ ନିଜର ଗୋଟି ଚାଳନା ଆରମ୍ଭ କରିଛନ୍ତି। ଏହାରି ମଧ୍ୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓଡ଼ିଶା ଗସ୍ତରେ ଆସିବେ ବୋଲି ସୂଚନା ରହିଛି। ଆସନ୍ତା ଅକ୍ଟୋବରରେ ରାହୁଲ ଗାନ୍ଧୀ ଓଡ଼ିଶା ଗସ୍ତରେ ଆସିବେ ବୋଲି…

ଇସ୍ରୋ ଜାରି କଲା ଭିଡିଓ, ସାମ୍ନାକୁ…

ଓଏଲ୍‌ ବ୍ୟୁରୋ: ଦେଶର ଗଳିକନ୍ଦିରେ ଉତ୍ସବର ମାହୋଲ। ସବୁଠି ଖୁସି ଆଉ ଖୁସି। କାରଣ ଇତିହାସ ରଚିଛି ଇସ୍ରୋ। ସାରା ବିଶ୍ବ ଦେଖିଲା ଭାରତର ପରାକ୍ରମ। ଚନ୍ଦ୍ରଯାନ-୩ ଚନ୍ଦ୍ରପୃଷ୍ଠରେ କରିଛି ସଫ୍ଟ ଲ୍ୟାଣ୍ଡିଂ। ଏହି ସଫଳତା ପରେ ଭାରତର ଚନ୍ଦ୍ରଯାତ୍ରା ସ୍ୱପ୍ନ ସାକାର ହୋଇଛି। ଆଉ ବିଶ୍ୱର ପ୍ରଥମ ଦେଶ ଭାବେ…