Odisha Link
Bridging the Missing Links in Odisha

ଆସନ୍ତା ୨୧ରେ ବାଚସ୍ପତି ନିର୍ବାଚନ, ୨୨ରୁ ମୌସୁମୀ ଅଧିବେଶନ

ଓଏଲ୍‌ ବ୍ୟୁରୋ: ଆସନ୍ତା ୨୧ରେ ବାଚସ୍ପତି ନିର୍ବାଚନ ହେବା ନେଇ ଖବର ସାମ୍ନାକୁ ଆସିଛି। ଏହା ପରେ ସେପ୍ଟେମ୍ବର ୨୨ରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ। ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୪ ପର୍ଯ୍ୟନ୍ତ ଅଧିବେଶନ ଚାଲିବ। ୩ ତାରିଖରେ ଅତିରିକ୍ତ ବଜେଟ ଆଗତ ହେବା ନେଇ ସୂଚନା ରହିଛି। ଆସନ୍ତା ୨୧ ତାରିଖରେ ବିଧାନସଭାରେ ବାଚସ୍ପତି ନିର୍ବାଚନ ହେବାକୁ ଥିବାବେଳେ ୧୮ରେ ନାମାଙ୍କନ ଦାଖଲ କରାଯିବ। ବିକ୍ରମ ଆରୁଖଙ୍କ ଇସ୍ତଫା ପରେ ବାଚସ୍ପତି ପଦ ଖାଲି ପଡ଼ିଛି।

Leave A Reply

Your email address will not be published.