ମାହାଙ୍ଗା ମାଟ୍ରିକ ଛାତ୍ରୀ ମୃତ୍ୟୁ…
ଓଏଲ୍ ବ୍ୟୁରୋ: ମାହାଙ୍ଗା ମାଟ୍ରିକ ଛାତ୍ରୀ ମୃତ୍ୟୁ ମାମଲାକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ଏହି ମାମଲାରେ ମାହାଙ୍ଗାର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଶରତ ନାୟକଙ୍କୁ ଜାମିନ୍ ପ୍ରଦାନ କରାଯାଇଛି। ଶରତ ନାୟକଙ୍କୁ ହାଇକୋର୍ଟରୁ ଜାମିନ୍ ମିଳିଛି। ଅଡିଓ ଭାଇରାଲ୍ ପରେ ଶରତ ନାୟକ ଗିରଫ ହୋଇଥିଲେ। ଏହି…