Odisha Link
Bridging the Missing Links in Odisha

ବିଶ୍ବକପ୍‌ ପାଇଁ ଭାରତୀୟ ଦଳ ଘୋଷିତ; କିଏ ଇନ୍‌ କିଏ ଆଉଟ ଜାଣନ୍ତୁ

ଓଏଲ୍‌ ବ୍ୟୁରୋ: କ୍ରିକେଟପ୍ରେମୀଙ୍କ ପାଇଁ ଖୁସି ଖବର। ବିଶ୍ୱକପ୍‌ ଟୁର୍ଣ୍ଣାମେଣ୍ଟ ପାଇଁ ଉତ୍ସାହ ବଢୁଥିବା ବେଳେ ଦିନିକିଆ ବିଶ୍ୱକପକୁ ଅପେକ୍ଷା କରିଛନ୍ତି କ୍ରିକେଟପ୍ରେମୀ। ତେବେ ବିଶ୍ୱକପ କ୍ରିକେଟ ପାଇଁ ବିସିସିଆଇ ଭାରତୀୟ ଦଳ ଘୋଷଣା କରିଛି।

ଭାରତୀୟ ଦଳ: ରୋହିତ ଶର୍ମା (ଅଧିନାୟକ), ହାର୍ଦ୍ଦିକ ପାଣ୍ଡ୍ୟା (ଉପଅଧିନାୟକ), ଶୁଭମନ ଗିଲ, ବିରାଟ କୋହଲି, ଇଶାନ କିଷନ, ଶ୍ରେୟସ୍‌ ଆୟର, କେଏଲ ରାହୁଲ, ରବିନ୍ଦ୍ର ଜାଡେଜା, ଅକ୍ଷର ପଟେଲ, କୁଲଦୀପ ଯାଦବ, ଶାର୍ଦ୍ଦୁଲ ଠାକୁର, ଯଶପ୍ରୀତ୍‌ ବୁମରା, ମହମ୍ମଦ ଶାମି, ମହମ୍ମଦ ସିରାଜ, ସୂର୍ଯ୍ୟୁକୁମାର ଯାଦବ।