Odisha Link
Bridging the Missing Links in Odisha

ଲାଞ୍ଚ ନେବା ପଡ଼ିଲା ମହଙ୍ଗା, ଭିଜିଲାନ୍ସ ପଞ୍ଝାରେ ଜଳସମ୍ପଦ ବିଭାଗର ଏଏସ୍ଓ

ଓଏଲ୍‌ ବ୍ୟୁରୋ: ଲାଞ୍ଚ ନେବା ମହଙ୍ଗା ପଡ଼ିଲା। ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ କର୍ମଚାରୀ। ଭିଜିଲାନ୍ସ ପଞ୍ଝାରେ ଧରାପଡିଥିବା ଏଏସ୍ଓ ହେଉଛନ୍ତି ସୌମ୍ୟରଞ୍ଜନ ଦାଶ। ଯିଏକି ଜଳ ସମ୍ପଦ ବିଭାଗର ମୁଖ୍ୟ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିଲେ। ଜଳ ସମ୍ପଦ ବିଭାଗର ମୁଖ୍ୟ ଯନ୍ତ୍ରୀ ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଧରିଥିବା ଜଣା ପଡିଛି।

Leave A Reply

Your email address will not be published.