Odisha Link
Bridging the Missing Links in Odisha

ମହଙ୍ଗା ପଡ଼ିଲା ଆୟ ବହିର୍ଭୂତ ସଂପତ୍ତି, ଭିଜିଲାନ୍ସ ଜାଲରେ ପୂର୍ବତନ ତହସିଲଦାର

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ କର୍ମଚାରୀ। ଭିଜିଲାନ୍ସ ଜାଲରେ ପଡିଥିବା ସରକାରୀ ବ୍ୟକ୍ତି ଜଣକ ହେଉଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧିକାରୀ ସଂଗ୍ରାମ କେଶରୀ ଜେନା। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧିକାରୀ ସଂଗ୍ରାମ କେଶରୀ ଜେନାଙ୍କ ବିରୋଧରେ ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବାଲୁଗାଁ, ଟାଙ୍ଗୀ ଓ ବାଣପୁର ସମେତ ୪ଟି ସ୍ଥାନରେ ଚଢ଼ାଉ ଜାରି ହୋଇଛି।

Leave A Reply

Your email address will not be published.