ଆସନ୍ତା ୨୨ରୁ ବିଧାନସଭା ଅଧିବେଶନ, କଟକଣା…
ଓଏଲ୍ ବ୍ୟୁରୋ: ଆସନ୍ତା ୨୧ରେ ବାଚସ୍ପତି ନିର୍ବାଚନ ହେବା ନେଇ ଖବର ସାମ୍ନାକୁ ଆସିଛି। ଏହା ପରେ ସେପ୍ଟେମ୍ବର ୨୨ରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ। ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୪ ପର୍ଯ୍ୟନ୍ତ ଅଧିବେଶନ ଚାଲିବ। ୩ ତାରିଖରେ ଅତିରିକ୍ତ ବଜେଟ ଆଗତ ହେବା ନେଇ ସୂଚନା ରହିଛି।
ଆସନ୍ତା ୨୧ ତାରିଖରେ…