Odisha Link
Bridging the Missing Links in Odisha
Daily Archives

September 16, 2023

ଚାଲିଗଲେ ନବୀନଙ୍କ ଭଉଣୀ

ଓଏଲ୍‌ ବ୍ୟୁରୋ: ଆଉ ନାହାନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ତଥା ବିଶିଷ୍ଟ ଲେଖିକା। ଶନିବାର ଦିଲ୍ଲୀ ସ୍ଥିତ ବାସଭବନରେ ୮୦ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ୧୯୪୩ରେ ଜନ୍ମିତ ଗୀତା ନିଜର ୪୦ ବର୍ଷର ସାହିତ୍ୟ ଜୀବନରେ ଅନେକ ଉଲ୍ଲେଖନୀୟ ପୁସ୍ତକ ରଚନା କରିଥିଲେ। ତାଙ୍କର ଶିକ୍ଷା…

ସାଙ୍ଗଠନିକ ପୁନର୍ଗଠନକୁ କଂଗ୍ରେସର…

ଓଏଲ୍‌ ବ୍ୟୁରୋ: ଆଗାମୀ ନିର୍ବାଚନକୁ ଆଖି ଆଗରେ ରଖି ଓଡ଼ିଶା ପ୍ରଦେଶ କଂଗ୍ରେସ ଆରମ୍ଭ କରିଛି ସ୍ବତନ୍ତ୍ର ରଣନୀତି। ରାଜ୍ୟରେ ଶାସକ ଦଳ ଥିବା ବିଜୁ ଜନତା ଦଳ ଓ ବିଜେପିକୁ ଟକ୍କର ଦେବା ପାଇଁ କଂଗ୍ରେସ ଆରମ୍ଭ କରିଛି ଅଙ୍କକଷା। ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ଓଡ଼ିଶା କଂଗ୍ରେସ ନିଜର ସାଙ୍ଗଠନିକ…

କଟକରେ ମୁଖ୍ୟମନ୍ତ୍ରୀଙ୍କୁ କଳାପତାକା…

ଓଏଲ୍‌ ବ୍ୟୁରୋ: ଲୋକାର୍ପିତ ହେଲା ରାଜ୍ୟର ପ୍ରଥମ ଅତ୍ୟାଧୁନିକ ବସ୍‌ ଟର୍ମିନାଲ। କଟକର ବିକାଶରେ ଯୋଡ଼ି ହେଲା ନୂଆ ଅଧ୍ୟାୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନେତାଜୀ ବସ୍‌ ଟର୍ମିନାଲକୁ ଆଜି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ହେଲେ ଅନ୍ୟପଟେ କଟକରେ ମୁଖ୍ୟମନ୍ତ୍ରୀଙ୍କୁ ବିରୋଧ…

ଲୋକାର୍ପିତ ହେଲା ନେତାଜୀ ବସ ଟର୍ମିନାଲ,…

ଓଏଲ୍‌ ବ୍ୟୁରୋ: ଲୋକାର୍ପିତ ହେଲା ରାଜ୍ୟର ପ୍ରଥମ ଅତ୍ୟାଧୁନିକ ବସ୍‌ ଟର୍ମିନାଲ। କଟକର ବିକାଶରେ ଯୋଡ଼ି ହେଲା ନୂଆ ଅଧ୍ୟାୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନେତାଜୀ ବସ୍‌ ଟର୍ମିନାଲକୁ ଆଜି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ଉଦଘାଟନ କରିବା ପରେ ସେ ବସ୍‌ ଟର୍ମିନାଲ ବୁଲି ଦେଖିଛନ୍ତି।…

୨୧ ନୁହେଁ ୨୨ରେ ହେବ ବିଧାନସଭା ବାଚସ୍ପତି…

ଓଏଲ୍‌ ବ୍ୟୁରୋ: କଂଗ୍ରେସ ଓ ବିଜେପିର ନିର୍ବାଚନ ବର୍ଜନ ପରେ ଦିନକ ପାଇଁ ଘୁଞ୍ଚିଲା ଓଡ଼ିଶା ବିଧାନସଭା ବାଚସ୍ପତି ନିର୍ବାଚନ। ୨୧ ତାରିଖ ସକାଳ ପରିବର୍ତ୍ତେ ୨୨ରେ ହେବ ବାଚସ୍ପତି ନିର୍ବାଚନ। ସକାଳ ୯ଟା ୩୦ରେ ହେବ ହେବ ନିର୍ବାଚନ। ବାଚସ୍ପତି ନିର୍ବାଚନ ପାଇଁ ୨୧ ତାରିଖରେ ନାମାଙ୍କନ ଦାଖଲ…

ବୁଡ଼ିଲା ମା’ ଭଟ୍ଟାରିକା ମନ୍ଦିର, ମା’…

ଓଏଲ୍‌ ବ୍ୟୁରୋ: ଉପରମୁଣ୍ଡରେ ଲଗାଣ ବର୍ଷା ହେତୁ ଫୁଲିବାରେ ଲାଗିଛି ମହାନଦୀ। ଯାହାଫଳରେ ହୀରାକୁଦ ଡ୍ୟାମରୁ ଜଳ ନିଷ୍କାସନ କରାଯାଉଛି। ବନ୍ୟା ପାଣି କଟକ ଜିଲ୍ଲା ବଡମ୍ବା ର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିରରେ ପଶିଛି। ଫଳରେ ଗତକାଲି ବିଳମ୍ବିତ ରାତିରେ ମା’ଙ୍କୁ ଅସ୍ଥାୟୀ ରତ୍ନଗିରି…

ରାଜ୍ୟରେ ଗଡ଼ିବ ‘ଲକ୍ଷ୍ମୀ…

ଓଏଲ୍‌ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ୧୯ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି।ରାଜ୍ୟ ପୂର୍ତ୍ତ ଓ ଗ୍ରାମ୍ୟ ଉନ୍ନୟନ ବିଭାଗର ମୋଟ ୩୫ଟି ଟୋଲଗେଟକୁ ଉଚ୍ଛେଦ ନିଷ୍ପତ୍ତିକୁ ଅନୁମୋଦନ ମିଳିଛି।ଏହି ଟୋଲ ଗେଟଗୁଡ଼ିକ ଏବେ ଓଡ଼ିଶା…