Odisha Link
Bridging the Missing Links in Odisha

ଦାନ୍ତେୱାଡାରେ ଏନକାଉଣ୍ଟର: ୨ ହାର୍ଡକୋର ମାଓବାଦୀ ନିହତ

ଓଏଲ୍‌ ବ୍ୟୁରୋ: ଛତିଶଗଡ଼ ଦାନ୍ତେୱାଡାରେ ସୁରକ୍ଷାକର୍ମୀ ଓ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଦନ୍ତେୱାଡ଼ାର ନାହାଡି ଜଙ୍ଗଲରେ ହୋଇଛି ଗୁଳିବିନିମୟ ହୋଇଛି। ଏନକାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି। ଏହା ସହ ୨ଟି ବନ୍ଧୁକ ସହ ବିପୁଳ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି। ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଜଣେ ଯବାନ ଗୁରୁତର ହୋଇଛନ୍ତି। ଏନେଇ ଦାନ୍ତେୱାଡା ଏସପି ଗୌରବ ରାୟ ସୂଚନା ଦେଇଛନ୍ତି।

Leave A Reply

Your email address will not be published.