Odisha Link
Bridging the Missing Links in Odisha
Daily Archives

September 21, 2023

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରମିଳା,…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚନ। ଗତକାଲି ଶାସକ ଦଳ ବିିଜେଡି ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଘୋଷଣା କରିଥିଲା। ଏଥିପାଇଁ ଆଜି ବାଚସ୍ପତି ନିର୍ବାଚନ ପାଇଁ ଆଜି ନାମାଙ୍କନ ଭରିବେ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ। ଆସନ୍ତାକାଲି…

ହୀରାକୁଦରେ ସ୍ୱାଭାବିକ ସ୍ଥିତି, ବନ୍ଦ…

ଓଏଲ୍‌ ବ୍ୟୁରୋ: ବର୍ଷାର ପରିମାଣ କମିଥିବାରୁ ୨୦ଟି ଗେଟ ବନ୍ଦ କରି ଦିଆଯାଇଛି। ରାଜ୍ୟରେ ଆଉ ବନ୍ୟା ସ୍ଥିତି ନାହିଁ। ହୀରାକୁଦ ଜଳସ୍ତର ଖସୁଛି ଯାହା ସ୍ୱାଭାବିକ ସ୍ଥିତିକୁ ଆସିଛି। ଉପରମୁଣ୍ଡରେ ଏବେ ବର୍ଷା ନାହିଁ ବୋଲି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ସୂଚନା ଦେଇଛନ୍ତି। ସକାଳ ୯ଟା ସୁଦ୍ଧା…

ରାଜ୍ୟରେ ଲଘୁଚାପ ସକ୍ରିୟ: ୭ ଜିଲ୍ଲାକୁ…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ହୋଇଛି। ଲଘୁଚାପ ପ୍ରଭାବରେ ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଜୁଳି, ଘଡ଼ଘଡି ସହ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର,…

ମହିଳା ସଂରକ୍ଷଣ ବିଲ୍‌: ଦଳୀୟ ହ୍ୱିପ୍‌…

ଓଏଲ୍‌ ବ୍ୟୁରୋ: ଲୋକସଭାରେ ମହିଳା ସଂରକ୍ଷଣ ବିଲ୍ (ନାରୀ ଶକ୍ତି ବନ୍ଦନ ବିଧେୟକ) ପାରିତ ହୋଇଛି। ବିଲ୍ ସପକ୍ଷରେ ୪୫୪ଖଣ୍ଡ ଭୋଟ୍ ପଡିଥିବା ବେଳେ ବିଲ୍ ବିରୋଧରେ ପଡ଼ିଛି ମାତ୍ର ୨ଟି ଭୋଟ୍। ଏହା ପୂର୍ବରୁ ବିଲ୍ ନେଇ ଲୋକସଭାରେ ଭରପୂର ଆଲୋଚନା ହୋଇଥିଲା। ଆଜି ରାଜ୍ୟସଭାରେ ଆସିବ ମହିଳା ସଂରକ୍ଷଣ ବିଲ୍‌।…

ଆତଙ୍କ ଖେଳାଇଛି ସ୍କ୍ରବ୍‌ ଟାଇଫସ୍‌,…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଡେଙ୍ଗୁ ଓ ମ୍ୟାଲେରିଆକୁ ନେଇ ଭୟ ଲାଗି ରହିଥିବାବେଳେ ଏବେ ଆଉ ଏକ ଆତଙ୍କ ଦେଖିବାକୁ ମିଳିଛି। ବର୍ତ୍ତମାନ ସ୍କ୍ରବ ଟାଇଫସ୍‌ ଭୂତାଣୁ ଜନିତ ରୋଗର ଆତଙ୍କ ଓଡ଼ିଶାରେ ଦେଖିବାକୁ ମିଳିଛି। ଏହି ଭୂତାଣୁ ଜନିତ ରୋଗରେ ୫ ଜଣଙ୍କ ମୃତ୍ୟୁ ହୋଇଛି। ୫ ଜଣଙ୍କ ଭିତରୁ ସୋହେଲା ବ୍ଲକରୁ ୨ ଜଣ…

ଓଡ଼ିଶାର ପ୍ରଥମ ମହିଳା ବାଚସ୍ପତି !

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ପୂର୍ବାହ୍ନରେ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ। ଆଉ ଏଥିସହିତ ସମ୍ପନ୍ନ ହେବ ବାଚସ୍ପତି ନିର୍ବାଚନ। ବାଚସ୍ପତି ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଭାବେ ଆଜି ପ୍ରମିଳା ମଲ୍ଲିକ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ପ୍ରମିଳା ବାଚସ୍ପତି ହେବା ପରେ ଓଡ଼ିଶା ବିଧାନସଭାର…

ବାଚସ୍ପତି ନିର୍ବାଚନ: ଆଜି ନାମାଙ୍କନ…

ଓଏଲ୍‌ ବ୍ୟୁରୋ: ୨୨ ତାରିଖରେ ହେବ ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚନ। ଗତକାଲି ଶାସକ ଦଳ ବିିଜେଡି ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଘୋଷଣା କରିଥିଲା। ଏଥିପାଇଁ ଆଜି ବାଚସ୍ପତି ନିର୍ବାଚନ ପାଇଁ ଆଜି ନାମାଙ୍କନ ଭରିବେ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ। ଆସନ୍ତାକାଲି…