Odisha Link
Bridging the Missing Links in Odisha
Daily Archives

September 22, 2023

ବିଧାନସଭା: ୨୮,୨୦୦ କୋଟିର ଅତିରିକ୍ତ…

ଓଏଲ୍‌ ବ୍ୟୁରୋ: ବିଧାନସଭାର ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଉପସ୍ଥାପତି ହେଲା ୨୦୨୩-୨୪ ବର୍ଷ ପାଇଁ ଅତିରିକ୍ତ ବଜେଟ। ସର୍ବମୋଟ ୨୮ ହଜାର ୨୦୦ କୋଟିର ଅତିରିକ୍ତ ବଜେଟ ଉପସ୍ଥାପନ କରିଛନ୍ତି ସରକାର। ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହି ଅତିରିକ୍ତ ବଜେଟ ଆଗତ କରିଥିଲେ। ୨୦୨୩-୨୪ ଆର୍ଥିକ ବର୍ଷର…

ମହିଳା ସଂରକ୍ଷଣ ନୀତି ଲାଗୁ କରିପାରେ…

ଭୁବନେଶ୍ବର: ୨୭ ବର୍ଷର ଅପେକ୍ଷା ପରେ ଦେଶରେ ମହିଳା ସଂରକ୍ଷଣ ବିଲ୍‌ ଆଇନରେ ପରିଣତ ହେବାକୁ ଯାଉଛି। ମାତ୍ର ଦୁଇଦିନରେ ସଂସଦର ଉଭୟ ଗୃହରେ ଏହି ବିଲ୍ ପାରିତ ହେବା ସହ ସଂସଦ ଓ ବିଧାନସଭାରେ ଅତି କମରେ ୩୩ ପ୍ରତିଶତ ଆସନରେ ମହିଳା ପ୍ରତିନିଧି ବସିବା ଲାଗି ବାଟ ଫିଟିଛି। ତେବେ ଏହି ବିଲ୍‌ ବାବଦରେ…

ପାର୍ବଣ ଋତୁରେ ପୁଣି ଓଡ଼ିଶାକୁ ବାତ୍ୟା ଭୟ

ଓଏଲ୍‌ ବ୍ୟୁରୋ: ପାର୍ବଣ ଋତୁରେ ପୁଣିଥରେ ଓଡ଼ିଶାକୁ ବାତ୍ୟା ଭୟ। ଅକ୍ଟୋବର ପ୍ରଥମ ସପ୍ତାହରେ ଆସିପାରେ ବାତ୍ୟା। ଅକ୍ଟୋବର ପ୍ରଥମ ସପ୍ତାହରେ ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ସୃଷ୍ଟି ହୋଇ ଓଡ଼ିଶାମୁହାଁ ହୋଇପାରେ ବୋଲି କିଛି ମଡେଲର ଆକଳନରୁ ସୂଚନା ମିଳୁଛି। ପଶ୍ଚିମା ବାୟୁ ସହ ଜଡ଼ିତ ବିଷୁବରେଖା ନିକଟସ୍ଥ…

‘ମୋ ଦଳ’ର ବିକ୍ଷୋଭ…

ଓଏଲ୍‌ ବ୍ୟୁରୋ: ଆଉ ମାତ୍ର କିଛି ସମୟ ପରେ ଆରମ୍ଭ ହେବ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ। ହେଲେ ଏହା ପୂର୍ବରୁ ବିଧାନସଭା ସମ୍ମୁଖ ପାଲଟିଲା ରଣକ୍ଷାତ୍ର। ବିଭିନ୍ନ ନାରାବାଜି ଦେଇ ବିଧାନସଭା ଘେରାଉ କରିବାକୁ ଉଦ୍ୟମ କରିଥିଲେ 'ମୋ ଦଳ'ର ନେତାମାନେ। 'ମୋ ଦଳ'ର ନେତା ଅକ୍ଷୟ କୁମାରଙ୍କ ନେତୃତ୍ବରେ…

ଓଡ଼ିଶା ବିଧାନସଭା: ପ୍ରଥମ ମହିଳା…

ଓଏଲ୍‌ ବ୍ୟୁରୋ: ଆରମ୍ଭ ହେଲା ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ। ଆଉ ଏଥିସହିତ ସମ୍ପନ୍ନ ହୋଇଛି ବାଚସ୍ପତି ନିର୍ବାଚନ। ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ଭାବେ ଶପଥ ନେଇଛନ୍ତି ପ୍ରମିଳା ମଲ୍ଳିକ। ଆଉ ଚଳିତ ବିଧାନସଭାରେ ତୃତୀୟ ବାଚସ୍ପତି ଭାବେ ପ୍ରମିଳା ମଲ୍ଲିକ ଦାୟିତ୍ବ ଗ୍ରହଣ କରିଛନ୍ତି।…

ଓଡ଼ିଶା ବିଧାନସଭା: ଆଜିଠୁ ମୌସୁମୀ…

ଓଏଲ୍‌ ବ୍ୟୁରୋ: ଆଜିଠୁ ଆରମ୍ଭ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ। ଦିନ ୧୧ଟାରୁ ଆରମ୍ଭ ହେବ ଗୃହକାର୍ଯ୍ୟ। ଚଳିତ ଅଧିବେଶନରେ ମୋଟ ୮ଟି କାର୍ଯ୍ୟ ଦିବସ ରହିଛି।ଆଜି ଅଧିବେଶନର ପ୍ରଥମ ଦିନରେ ନୂଆ ବାଚସ୍ପତି ନିର୍ବାଚନ ସହ ଦିବଙ୍ଗତ ସଦସ୍ୟଙ୍କ ପାଇଁ ଶୋକ ପ୍ରସ୍ତାବ ଆସିବ। ପ୍ରଥମ ଦିନରେ ଆଜି ୨୦୨୩-୨୪…