Odisha Link
Bridging the Missing Links in Odisha

ଲଘୁଚାପ ପ୍ରଭାବ: ସ୍ୱାଭାବିକ ତୁଳନାରେ ୪୩ ପ୍ରତିଶତ ଅଧିକ ବର୍ଷା ରେକର୍ଡ

ଓଏଲ୍‌ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଥିଲା। ସେପ୍ଟେମ୍ବର ମାସର ଏଯାବତ ରାଜ୍ୟରେ ୩୧୫.୯ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୨୨୦.୬ ମିମି ତୁଳନାରେ ୪୩ ପ୍ରତିଶତ ଅଧିକ ରହିଛି। ଏହି ୨୭ ଦିନର ବର୍ଷା, ସେପ୍ଟେମ୍ବର ମାସର ସ୍ୱାଭାବିକ ବର୍ଷା ୨୩୫.୭ ମିମି ତୁଳନାରେ ୩୪ ପ୍ରତିଶତ ଅଧିକ ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି।

Leave A Reply

Your email address will not be published.