Odisha Link
Bridging the Missing Links in Odisha

ଆଗକୁ ସାଧାରଣ ନିର୍ବାଚନ: ପଦ୍ମ ଧରିଲେ କଳାହାଣ୍ଡିର ଜଣେ ପୂର୍ବତନ ବିଜେଡି ସାଂସଦ

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଆଗାମୀ ନିର୍ବାଚନକୁ ନେଇ ରାଜନୀତି ସରଗରମ ହୋଇଛି। କାରଣ ଲୋକସଭା ନିର୍ବାଚନ ପୂର୍ବରୁ ଅନେକ ନେତା ଦଳବଦଳ ଆରମ୍ଭ କରିଦେଇଛନ୍ତି। ଏହି କ୍ରମରେ ଲୋକସଭା ନିର୍ବାଚନ ପୂର୍ବରୁ ବିଜେପିରେ ସାମିଲ ହେଲେ ଅର୍କକେଶରୀ ଦେଓ। କଳାହାଣ୍ଡିର ପୂର୍ବତନ ବିଜେଡି ସାଂସଦ ଅର୍କ କେଶରୀ ଦେଓ। ଅର୍କ କେଶରୀଙ୍କ ସହ ତାଙ୍କ ପତ୍ନୀ ମାଳବିକା ଦେବୀ ବି ପଦ୍ମ ଧରିଲେ। ଭୁବନେଶ୍ୱରରେ ଅର୍କ ଓ ମାଳବିକା ବିଜେପିର ମିଶ୍ରଣ ପର୍ବରେ ସାମିଲ ହେଲେ।

Leave A Reply

Your email address will not be published.