Odisha Link
Bridging the Missing Links in Odisha

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ଜଣେ ଶିକ୍ଷୟତ୍ରୀଙ୍କ ଜୀବନ

ଓଏଲ୍‌ ବ୍ୟୁରୋ: ରାଜରାସ୍ତାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି। ବାଇକ ସହ ସ୍କୁଟି ଧକ୍କା ହୋଇଥିବା ଜଣା ପଡିଛି। ସ୍କୁଲ ଯାଉଥିବା ସମୟରେ ବାଇକ ଓ ସ୍କୁଟି ମୁହାଁମୁହିଁ ଧକ୍କା ହୋଇଛି। ଧକ୍କାରେ ସ୍କୁଟି ଚାଳକଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି। ମୃତକ ହେଲେ ବୈରାଗିବାହଲ ପ୍ରାଥମିକ ସ୍କୁଲର ଶିକ୍ଷୟତ୍ରୀ। ତେବେ ବିଦ୍ୟାଳୟ ଯିବା ସମୟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।

Leave A Reply

Your email address will not be published.