Odisha Link
Bridging the Missing Links in Odisha

ଟ୍ରକ୍-ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ୨ ବାଇକ୍‌ ଆରୋହୀଙ୍କ ଜୀବନ

ଓଏଲ୍‌ ବ୍ୟୁରୋ: ବାରିପଦା ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ଖବର ସାମ୍ନାକୁ ଆସିଛି। ଦୁର୍ଘଟଣା ଘଟି ୨ ବାଇକ୍‌ ଆରୋହୀଙ୍କ ଜୀବନ ଚାଲିଯାଇଛି। ଏନ୍ଏଚ୍ ୪୯ ଦୁଆରଶୁଣୀ ଘାଟିରେ ଟ୍ରକ-ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଘଟଣାସ୍ଥଳରେ ପ୍ରାଣ ହରାଇଥିବା ମୃତକଙ୍କ ମଧ୍ୟରେ ଜଣେ ପୁରୁଷ ଓ ଜଣେ ମହିଳା ଥିବା ସୂଚନା ରହିଛି। ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଟ୍ରକ୍ ଡ୍ରାଇଭର ଫେରାର୍ ହୋଇଯାଇଛନ୍ତି।

Leave A Reply

Your email address will not be published.