Odisha Link
Bridging the Missing Links in Odisha
Daily Archives

September 29, 2023

ମହିଳା ସଂରକ୍ଷଣ ବିଲ୍‌ରେ ମହାମହିମଙ୍କ…

ଓଏଲ୍‌ ବ୍ୟୁରୋ: ଲୋକସଭାରେ ମହିଳା ସଂରକ୍ଷଣ ବିଲ୍ (ନାରୀ ଶକ୍ତି ବନ୍ଦନ ବିଧେୟକ) ପାରିତ ହୋଇଛି। ବିଲ୍ ସପକ୍ଷରେ ୪୫୪ଖଣ୍ଡ ଭୋଟ୍ ପଡିଥିବା ବେଳେ ବିଲ୍ ବିରୋଧରେ ପଡ଼ିଛି ମାତ୍ର ୨ଟି ଭୋଟ୍। ଏହା ପୂର୍ବରୁ ବିଲ୍ ନେଇ ଲୋକସଭାରେ ଭରପୂର ଆଲୋଚନା ହୋଇଥିଲା। ପରେ ରାଜ୍ୟସଭାରେ ମହିଳା ସଂରକ୍ଷଣ ବିଲ୍‌ ପାରିତ…

ବର୍ଷା ଆଲର୍ଟ: ଆଗାମୀ ୪୮ ଘଣ୍ଟା ମଧ୍ୟରେ…

ଓଏଲ୍‌ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ସକ୍ରିୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର କିଛି ଅଞ୍ଚଳରେ ଲାଗିରହିଛି ବିଜୁଳି ଘଡଘଡି ଜନିତ ବର୍ଷା ଆରମ୍ଭ ହୋଇଛି। ବର୍ଷାର ପରିମାଣ କମିବାର ଆଶଙ୍କା କରାଯାଉଥିବାବେଳେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି।…

ସର୍ବୋଚ୍ଚ ଜଳସ୍ତର ଛୁଇଁଲା ହୀରାକୁଦ ଜଳ,…

ଓଏଲ୍‌ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଡ୍ୟାମ୍‌ର ଜଳସ୍ତର ସର୍ବୋଚ୍ଚ ସ୍ତରରେ ପହଂଚିଛି। ହୀରାକୁଦ ଡ୍ୟାମ ଅପରାହ୍ନ ୩ଟା ସୁଦ୍ଧା ସର୍ବୋଚ୍ଚ ଜଳସ୍ତର ଛୁଇଁଥିବାବେଳେ ଜଳସ୍ତର ୬୩୦ ଫୁଟରେ…

ଆଗକୁ ସାଧାରଣ ନିର୍ବାଚନ: ସିଇଓଙ୍କୁ…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଆଗାମୀ ନିର୍ବାଚନକୁ ନେଇ ରାଜନୀତି ସରଗରମ ହୋଇଛି। ଏହାରି ମଧ୍ୟରେ ନିର୍ବାଚନ ପୂର୍ବ ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇସାରିଛି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଅନ୍ୟ ଦାୟିତ୍ୱରୁ ଅବ୍ୟାହତି ଦେବା ପାଇଁ ନିର୍ଦ୍ଦେଶ ଜାରି ହୋଇଛି। ଏନେଇ ସବୁ ରାଜ୍ୟର…

କାହିଁକି ପାଳିତ ‘ବିଶ୍ୱ ହୃଦୟ ଦିବସ’…

ଓଏଲ୍‌ ବ୍ୟୁରୋ: ପ୍ରତିବର୍ଷ ସେପ୍ଟେମ୍ବର ୨୯ ତାରିଖରେ ‘ବିଶ୍ୱ ହୃଦୟ ଦିବସ’ ପାଳନ କରାଯାଏ। ସାଧାରଣ ଲୋକଙ୍କୁ ହୃତପିଣ୍ଡ ସ୍ୱାସ୍ଥ୍ୟ ବାବଦରେ ସଚେତନ କରାଇବା ଲାଗି ଏହି ଦିବସ ପାଳନ ହେଉଛି। ମଣିଷ ଶରୀରର ହାର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ଏହା ପୂରା ଶରୀରକୁ ଶକ୍ତି ଯୋଗାଏ। ହାର୍ଟ ସୁସ୍ଥ ରହିଲେ…

ପାକିସ୍ତାନରେ ବଡ଼ ଧରଣର ବିସ୍ଫୋରଣ:…

ଓଏଲ୍‌ ବ୍ୟୁରୋ: ପାକିସ୍ତାନରେ ଅଘଟଣ ଘଟିଥିବା ଖବର ସାମ୍ନାକୁ ଆସିଛି। ବଡ଼ ଧରଣର ବିସ୍ଫୋରଣରେ ୬୦ ଜୀବନ ଚାଲିଯାଇଛି। ପାଖାପାଖି ୧୦୦ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ବାଲୋଚିସ୍ତାନ ମାସ୍ତୁଙ୍ଗ ଜିଲ୍ଲାର ଏକ ମସଜିଦ୍‌ ନିକଟରେ ଏହି ବିସ୍ଫୋରଣ ହୋଇଛି। ପର୍ବ ପାଳନ ପାଇଁ ଏକତ୍ରିତ ହୋଇଥିବା ବେଳେ…

ଶିଳାନ୍ୟାସ ପୂର୍ବରୁ ଫଳକ ଭାଙ୍ଗିଲେ…

ଓଏଲ୍‌ ବ୍ୟୁରୋ: କେନ୍ଦ୍ରାପଡ଼ାରେ ଦୁର୍ବୃତ୍ତ ଲଙ୍କା କାଣ୍ଡ କରିଥିବା ଚିତ୍ର ସାମ୍ନାକୁ ଆସିଛି। ମନ୍ତ୍ରୀଙ୍କ ଶିଳାନ୍ୟାସ ପୂର୍ବରୁ ଫଳକ ଭାଙ୍ଗିଦେଲେ ଦୁର୍ବୃତ୍ତ। ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ନିପାଣିଆରେ ଭାଙ୍ଗିଦେଲେ। ଶିଳାନ୍ୟାସ କାର୍ଯ୍ୟକ୍ରମକୁ ନ ଯାଇ ଅଧା ବାଟରୁ ମନ୍ତ୍ରୀ ଫେରିଗଲେ।…

ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲା:…

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାରେ ଏକ ବଡ ଖବର ସାମ୍ନାକୁ ଆସିଛି। ହାଇକୋର୍ଟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲା ଶୁଣାଣି ଶେଷ ହୋଇଥିଲା। ଏହି ମାମଲାର ଶୁଣାଣି ଶେଷ ହେବା ସହ ରାୟ ସଂରକ୍ଷିତ ରଖାଯାଇଥିଲା। ତେବେ ଆଜି ରତ୍ନଭଣ୍ଡାର ମାମଲାର ରାୟ ପ୍ରକାଶ ପାଇଛି। ହାଇକୋର୍ଟ ହସ୍ତକ୍ଷେପ…

ବାଚସ୍ପତିଙ୍କ ପୋଡିୟମକୁ ଡ଼ାଲି ଫୋପାଡିବା…

ଓଏଲ୍‌ ବ୍ୟୁରୋ: ବିଧାନସଭାର ମୌସୁମୀ ଅଧିବେଶନକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଉଠିଛି। ଗୁରୁବାର ବିଧାନସଭାରେ ଦେଖିବାକୁ ମିଳିଥିଲା ଅଭାବନୀୟ ଚିତ୍ର। ବାଚସ୍ପତିଙ୍କ ପୋଡିୟମ ଉପରକୁ ଡାଲି ଫୋପାଡି ବିଧାନସଭାର ବାକି ଅଧିବେଶନରୁ ସସପେଣ୍ଡ ହୋଇଛନ୍ତି ବିଜେପି ବିଧାୟକ ମୋହନ ମାଝି ଓ ମୁକେଶ ମହାଲିଙ୍। ଏହା…

ସେପ୍ଟେମ୍ବରରେ ଭଲ ବର୍ଷିବା ସତ୍ତ୍ୱେ ୩ଟି…

ଓଏଲ୍‌ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଥିଲା। ଲଘୁଚାପ ପ୍ରଭାବରେ ହେଉଥିବା ବର୍ଷାର ପରିମାଣ କମିବାର ଆଶଙ୍କା କରାଯାଉଥିବାବେଳେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ସହ ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପ ରୂପ ନେଇପାରେ ବୋଲି ଆଶଙ୍କା…