Odisha Link
Bridging the Missing Links in Odisha
Monthly Archives

September 2023

ପୋଖରୀରେ ଗାଧୋଇବା ହେଲା କାଳ, ପାଣିରେ…

ଓଏଲ୍‌ ବ୍ୟୁରୋ: ବାଲେଶ୍ୱର ପୋଖରୀରେ ୨ ନାବାଳିକା ସାଙ୍ଗ ଗାଧୋଇବା ବେଳେ ଅଘଟଣ ଘଟିଥିବା ଖବର ସାମ୍ନାକୁ ଆସିଛି। ସଦର ଥାନା ଓଡ଼ଙ୍ଗି ଗାଁ ପୋଖରୀରେ ଗାଧୋଇବା ବେଳେ ଅଘଟଣ ଘଟିଛି। ପୋଖରୀରେ ଗାଧୋଇବା ସମୟରେ ୨ ସାଙ୍ଗ ବୁଡ଼ି ଯାଇଥିଲେ। ପରେ ୨ ନାବାଳିକା ସାଙ୍ଗଙ୍କ ମୃତ୍ୟୁ ହୋଇଥିବା ଜଣା ପଡିଛି।…

ଉପରମୁହାଁ ସ୍କ୍ରବ୍‌ ଟାଇଫସ୍‌:…

ଓଏଲ୍‌ ବ୍ୟୁରୋ: ସାରା ରାଜ୍ୟରେ ଡେଙ୍ଗୁ ଓ ମ୍ୟାଲେରିଆକୁ ନେଇ ଭୟ ଲାଗି ରହିଥିବାବେଳେ ଏବେ ଆଉ ଏକ ଆତଙ୍କ ଦେଖିବାକୁ ମିଳିଛି। ବର୍ତ୍ତମାନ ସ୍କ୍ରବ ଟାଇଫସ୍‌ ଭୂତାଣୁ ଜନିତ ରୋଗର ଆତଙ୍କ ଓଡ଼ିଶାରେ ଦେଖିବାକୁ ମିଳିଛି। ଆଜି ଆଉ ୯ ସ୍କ୍ରବ ଟାଇଫସ୍‌ ଆକ୍ରାନ୍ତ ଚିହ୍ନଟ କରାଯାଇଛି। ସୁନ୍ଦରଗଡ଼ରେ ଜିଲ୍ଲାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ,…

ଓଏଲ୍‌ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଥିଲା। ଲଘୁଚାପ ପ୍ରଭାବରେ ହେଉଥିବା ବର୍ଷାର ପରିମାଣ କମିବାର ଆଶଙ୍କା କରାଯାଉଥିବାବେଳେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ସହ ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପ ରୂପ ନେଇପାରେ ବୋଲି ଆଶଙ୍କା…

କଟକର ଏକ ଲୁଗା ଦୋକାନରେ ଅଗ୍ନିକାଣ୍ଡ,…

ଓଏଲ୍‌ ବ୍ୟୁରୋ: କଟକ ଚୌଧୁରୀ ବଜାରର ଏକ ଲୁଗା ଦୋକାନରେ ଅଗ୍ନିକାଣ୍ଡ ହୋଇଥିବା ଖବର ସାମ୍ନାକୁ ଆସିଛି। ୩ ଘଣ୍ଟାରୁ ଅଧିକ ହେଲାଣି ହୁତୁହୁତୁ ହୋଇ ଜଳୁଛି ଦୋକାନ। ତଳ ମହଲାରେ ନିଆଁ ଲାଗିବା ପରେ ଉପର ମହଲାକୁ ବ୍ୟାପିବାରେ ଲାଗିଛି। ନିଆଁ ଲାଗିବାର କାରଣ ସ୍ପଷ୍ଟ ହୋଇନଥିବାବେଳେ ଘଟଣାସ୍ଥଳରେ ୧୦ଟି…

ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲା: ଆଜି…

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାରେ ଏକ ବଡ ଖବର ସାମ୍ନାକୁ ଆସିଥିଲା। ହାଇକୋର୍ଟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲା ଶୁଣାଣି ଶେଷ ହୋଇଥିଲା। ଏହି ମାମଲାର ଶୁଣାଣି ଶେଷ ହେବା ସହ ରାୟ ସଂରକ୍ଷିତ ରଖାଯାଇଥିଲା। ତେବେ ଆଜି ପ୍ରକାଶ ପାଇବ ରତ୍ନଭଣ୍ଡାର ମାମଲାର ରାୟ। ଦିନ ୨ଟାରେ ହାଇକୋର୍ଟ…

ଏସୀୟ କ୍ରୀଡ଼ା: ଏଯାବତ ୮ଟି ସ୍ୱର୍ଣ୍ଣ…

ଓଏଲ୍‌ ବ୍ୟୁରୋ: ଭାରତ ପାଇଁ ଗର୍ବର ବିଷୟ। ଚୀନର ହାଙ୍ଗଝୌରେ ଖେଳାଯାଉଥିବା ୧୯ ତମ ଏସିଆନ୍‌ ଗେମ୍ସରେ ଭାରତୀୟ ଖେଳାଳିଙ୍କ ଦବଦବା ଜାରି ରହିଛି। ଏସୀୟ କ୍ରୀଡ଼ା ସୁଟିଂରେ ପୁଣି ଭାରତକୁ ସ୍ୱର୍ଣ୍ଣ ପଦକ ମିଳିଛି। ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ସ୍ୱର୍ଣ୍ଣ ମିଳିଛି। ଭାରତ ପାଇଁ ସ୍ୱର୍ଣ୍ଣ…

ଟ୍ରକ୍-ବାଇକ୍‌ ମୁହାଁମୁହିଁ ଧକ୍କା,…

ଓଏଲ୍‌ ବ୍ୟୁରୋ: ବାରିପଦା ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ଖବର ସାମ୍ନାକୁ ଆସିଛି। ଦୁର୍ଘଟଣା ଘଟି ୨ ବାଇକ୍‌ ଆରୋହୀଙ୍କ ଜୀବନ ଚାଲିଯାଇଛି। ଏନ୍ଏଚ୍ ୪୯ ଦୁଆରଶୁଣୀ ଘାଟିରେ ଟ୍ରକ-ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଘଟଣାସ୍ଥଳରେ ପ୍ରାଣ ହରାଇଥିବା ମୃତକଙ୍କ ମଧ୍ୟରେ ଜଣେ ପୁରୁଷ ଓ ଜଣେ ମହିଳା…

ଗୃହରେ ପ୍ରଶ୍ନକାଳ: ବିଜୁ ଯୁବ ବାହିନୀ…

ଓଏଲ୍‌ ବ୍ୟୁରୋ: ପଞ୍ଚମ ଦିନରେ ବିଧାନସଭାର ମୌସୁମୀ ଅଧିବେଶନ। ଗତକାଲି ଭଳି ଆଜି ବି ବିଭିନ୍ନ ପ୍ରସଙ୍ଗରେ ଗୃହ ସରଗରମ ରହିଛି। ତେବେ ଆରମ୍ଭରୁ ଗୃହ କାର୍ଯ୍ୟ ସ୍ବାଭାବିକ ଚାଲିଥିଲା। ପରେ ବିଧାନସଭାରେ ଶାସକ-ବିରୋଧୀ ପୁଣିଥରେ ମୁହାଁମୁହିଁ ହୋଇଥିଲେ। ବିରୋଧୀଙ୍କ ହଟ୍ଟଗୋଳ ପାଇଁ ୪ଟା ପର୍ଯ୍ୟନ୍ତ ଗୃହ…

ରାଜସ୍ୱ ମନ୍ତ୍ରୀଙ୍କ ତଥ୍ୟ: ୫ ବର୍ଷରେ…

ଓଏଲ୍‌ ବ୍ୟୁରୋ: ପଞ୍ଚମ ଦିନରେ ବିଧାନସଭାର ମୌସୁମୀ ଅଧିବେଶନ। ଗତକାଲି ଭଳି ଆଜି ବି ବିଭିନ୍ନ ପ୍ରସଙ୍ଗରେ ଗୃହ ସରଗରମ ରହିଛି। ତେବେ ଆରମ୍ଭରୁ ଗୃହ କାର୍ଯ୍ୟ ସ୍ବାଭାବିକ ଚାଲିଥିଲା। ପରେ ବିଧାନସଭାରେ ଶାସକ-ବିରୋଧୀ ପୁଣିଥରେ ମୁହାଁମୁହିଁ ହୋଇଛନ୍ତି। ବିରୋଧୀଙ୍କ ହଟ୍ଟଗୋଳ ପାଇଁ ୪ଟା ପର୍ଯ୍ୟନ୍ତ ଗୃହ…

ପରଲୋକରେ କୃଷି ବିଜ୍ଞାନର ଜନକ ଏମ୍ଏସ୍…

ଓଏଲ୍‌ ବ୍ୟୁରୋ: ଦେଶର ଜଣାଶୁଣା କୃଷି ବୈଜ୍ଞାନିକ ଏମଏସ୍ ସ୍ୱାମୀନାଥନଙ୍କର ଦେହାନ୍ତ ହୋଇଛି। ୯୮ ବର୍ଷ ବୟସରେ ସ୍ବାମୀନାଥନଙ୍କ ପରଲୋକ ହୋଇଛି। ଚେନ୍ନାଇ ଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। କୃଷି ବିଜ୍ଞାନର ଜନକ ଏମ୍ଏସ୍ ସ୍ୱାମୀନାଥନ ଦେହାନ୍ତ ଖବର ଶୁଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ…