Odisha Link
Bridging the Missing Links in Odisha
Daily Archives

October 2, 2023

ନିଯୁକ୍ତି ପରେ ଇସ୍ତଫା ଦେଲେ ବିଜେପି…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଏହାପୂର୍ବରୁ ଘର ସଜାଡ଼ିବାରେ ଲାଗିଛି ଓଡ଼ିଶାର ଭାରତୀୟ ଜନତା ଦଳ। ନିକଟରେ ଓଡ଼ିଶା ବିଜେପି ରାଜ୍ୟ ପଦାଧିକାରୀଙ୍କ ନାମ ଘୋଷଣା କରି ଦଳର ସଙ୍ଗଠନକୁ ମଜବୁତ କରିବାରେ ଲାଗିଛି।ଏହି ପରିପ୍ରେକ୍ଷୀରେ ଗତକାଲି ଭାରତୀୟ ଜନତା ପାର୍ଟିର ଯୁବମୋର୍ଚ୍ଚା ସଭାପତି…

କ୍ୟାପିଟାଲ୍ ହସ୍ପିଟାଲରେ ଶିଶୁ ବଦଳ…

ଓଏଲ୍‌ ବ୍ୟୁରୋ: କ୍ୟାପିଟାଲ ହସ୍ପିଟାଲରେ ଶିଶୁ ବଦଳ ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ପୁଅ ହୋଇଛି କହି ଝିଅ ଧରାଇବା ପରି ସାଂଘାତିକ ଅଭିଯୋଗ ହୋଇଛି। ରାଜକନିକା ଅଞ୍ଚଳର ଜଣେ ବ୍ୟକ୍ତି ଏନେଇ ଅଭିଯୋଗ ଆଣିଛନ୍ତି। ଏନେଇ ତଦନ୍ତ କ୍ରମେ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ କହିଛନ୍ତି ଯେ, ଭୁଲ୍ ବୁଝାମଣା…

ଏସୀୟ କ୍ରୀଡ଼ା: ମହିଳା ଷ୍ଟିପଲଚେଜ୍‌ରେ…

ଓଏଲ୍‌ ବ୍ୟୁରୋ: ଭାରତ ପାଇଁ ଗର୍ବର ବିଷୟ। ଚୀନର ହାଙ୍ଗଝୌରେ ଖେଳାଯାଉଥିବା ୧୯ ତମ ଏସିଆନ୍‌ ଗେମ୍ସରେ ଭାରତୀୟ ଖେଳାଳିଙ୍କ ଦବଦବା ଜାରି ରହିଛି। ଏସୀୟ କ୍ରୀଡ଼ା ସୁଟିଂରେ ପୁଣି ଭାରତକୁ ଦୁଇଟି ପଦକ ମିଳିଛି। ଏସୀୟ କ୍ରୀଡ଼ା ମହିଳା ଷ୍ଟିପଲଚେଜ୍‌ରେ ଭାରତକୁ ୨ ପଦକ ମିଳିଛି। ୩ ହଜାର ମିଟର ଷ୍ଟିପଲଚେଜ୍‌ରେ…

ବାହାନଗା ରେଳ ଦୁର୍ଘଟଣାକୁ ପୂରିଲା ୪…

ଓଏଲ୍‌ ବ୍ୟୁରୋ: ବାଲେଶ୍ବରର ବାହାନଗାରେ ହୋଇଥିବା ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣାକ ୪ ମାସ ପୂରି ସାରିଛି। ହେଲେ ଆଜି ପର୍ଯ୍ୟନ୍ତ ଆହୁରି ୨୮ଟି ମୃତଦେହର ପରିଚୟ ଜଣାପଡ଼ି ନାହିଁ। ସମସ୍ତ ମୃତଦେହକୁ ଗୋଟିଏ କଣ୍ଟେନରରେ ସଂରକ୍ଷଣ କରି ଏମ୍ସ ପରିସରରେ ରଖାଯାଇଛି। ତେବେ ଦୁର୍ଘଟଣାର ଏତେ ଦିନ ପରେ ବି ମୃତଦେହର…

ମହିଳା ଏଏସ୍ଆଇ ମୃତ୍ୟୁ ଘଟଣା: ହତ୍ୟା…

ଓଏଲ୍‌ ବ୍ୟୁରୋ: ରାଉରକେଲା ଉଦିତନଗର ଥାନାର ମହିଳା ଏଏସଆଇ ଏ.ଏନ.ଲୁଗୁନଙ୍କ ମୃତ୍ୟୁ ଘଟଣାରେ ଆଉ ଏକ ଖବର ସାମ୍ନାକୁ ଆସିଛି। ଲୁଗୁନଙ୍କୁ ହତ୍ୟା କରାଯାଇଥିବା ତାଙ୍କ ସ୍ୱାମୀ ଥାନାରେ ଏତଲା ଦେଇଥିଲେ। ଏନେଇ ପୁଲିସ ମାମଲା ରୁଜୁ କରିଛି। ସ୍ୱାମୀଙ୍କ ଏତଲା ଆଧାରରେ ମାମଲା ରୁଜୁ କରାଯାଇଛି। ଏହା ପରେ ଶବ…

କୋଭିଡ ଭ୍ୟାକ୍ସିନ କ୍ଷେତ୍ରରେ ଗବେଷଣା…

ଓଏଲ୍‌ ବ୍ୟୁରୋ: କୋଭିଡ ଭ୍ୟାକ୍ସିନ କ୍ଷେତ୍ରରେ ଗବେଷଣା ପାଇଁ ସଫଳତା ପାଇଛନ୍ତି ୨ ବୈଜ୍ଞାନିକ। ଦୁଇ ବୈଜ୍ଞାନିକଙ୍କୁ ମେଡିସିନ ପାଇଁ ନୋବେଲ ପୁରସ୍କାର ମିଳିବ। କାଟାଲିନ କାରାକୋ ଓ ଡ୍ରିଉ ୱିଜ୍‌ମ୍ୟାନ୍‌ ନୋବେଲ ପାଇବେ ବୋଲି ଘୋଷଣା ହୋଇଛି। କୋଭିଡ ଭ୍ୟାକ୍ସିନ କ୍ଷେତ୍ରରେ ଗବେଷଣା ପାଇଁ ନୋବେଲ…

ଲିକ୍‌ ହେଲା ଗ୍ୟାସ୍‌ ଟାଙ୍କି, ନିଆଁ…

ଓଏଲ୍‌ ବ୍ୟୁରୋ: ଯାଜପୁରରେ ଅଭାବନୀୟ ଘଟଣା ଘଟିଥିବା ଖବର ସାମ୍ନାକୁ ଆସିଛି। ଗ୍ୟାସ୍‌ ଟାଙ୍କି ଲିକ୍‌ ହୋଇଥିବା ଜଣା ପଡିଛି। ଗ୍ୟାସ୍‌ ଟାଙ୍କି ଲିକ୍‌ ହେବାରୁ ଘଟଣାସ୍ଥଳରେ ନିଆଁ ଲାଗିଥିଲା। ନିଆଁ ଲାଗି ୫ ଗୁରୁତର ହୋଇଥିବା ଜଣା ପଡିଛି। ପାଣିକୋଇଲି ଥାନା ବଡ଼ବିରୁହାଁ ଗାଁରେ ଗ୍ୟାସ ଲିକ୍‌ରୁ…

ଲଘୁଚାପ ପ୍ରଭାବ: ରାଜ୍ୟର ବିଭିନ୍ନ…

ଓଏଲ୍‌ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ଦକ୍ଷିଣ-ପଶ୍ଚିମ ଝାଡ଼ଖଣ୍ଡ ଏବଂ ପାର୍ଶ୍ଵବର୍ତ୍ତୀ ଉତ୍ତର ଛତିଶଗଡ ଅଞ୍ଚଳରେ ଲଘୁଚାପ ପ୍ରଭାବ ସକ୍ରିୟ ରହିଛି। ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର କିଛି ଅଞ୍ଚଳରେ ବିଜୁଳି ଘଡଘଡି ଜନିତ ବର୍ଷା ଆରମ୍ଭ ହୋଇଛି।…

ଘାଟିରେ ଓଲଟିଲା ମିନିବସ, ୩୦ରୁ ଉର୍ଦ୍ଧ୍ବ…

ଓଏଲ୍‌ ବ୍ୟୁରୋ: ମୋହନାରେ ବଡ଼ ଧରଣର ଅଘଟଣ ହୋଇଥିବା ଖବର ସାମ୍ନାକୁ ଆସିଛି। ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ମିନିବସ। ୩୦ ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଥିବାବେଳେ ୧୦ ରୁ ଉର୍ଦ୍ଧ୍ବ ଯାତ୍ରୀ ଗୁରୁତର ହୋଇଛନ୍ତି। ଅଡବା ଥାନା କୁଡୁକିମାଗାଁ ନିକଟ ଘାଟିରେ ଏହି ଦୁର୍ଘଟଣା ଘଟିଛି।

ଆରମ୍ଭ ହେଲା ବିଜେଡିର ଜନସମ୍ପର୍କ…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ସାଧାରଣ ନିର୍ବାଚନ। ବିଭିନ୍ନ ଦଳ ନିଜର ରାଜନୈତିକ ଗୋଟି ଚାଳନା ଆରମ୍ଭ କରିଥିବାବେଳେ  ବିଜୁ ଜନତା ଦଳ ପକ୍ଷରୁ ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରୁ ଜନସମ୍ପର୍କ ପଦଯାତ୍ରାର ଶୁଭାରମ୍ଭ କରିଛନ୍ତି। ପଦଯାତ୍ରାର ଶୁଭାରମ୍ଭ ସହ…