Odisha Link
Bridging the Missing Links in Odisha

ଲଘୁଚାପ ପ୍ରଭାବ: ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି

ଓଏଲ୍‌ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ଦକ୍ଷିଣ-ପଶ୍ଚିମ ଝାଡ଼ଖଣ୍ଡ ଏବଂ ପାର୍ଶ୍ଵବର୍ତ୍ତୀ ଉତ୍ତର ଛତିଶଗଡ ଅଞ୍ଚଳରେ ଲଘୁଚାପ ପ୍ରଭାବ ସକ୍ରିୟ ରହିଛି। ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର କିଛି ଅଞ୍ଚଳରେ ବିଜୁଳି ଘଡଘଡି ଜନିତ ବର୍ଷା ଆରମ୍ଭ ହୋଇଛି। ବର୍ଷାର ପରିମାଣ କମିବାର ଆଶଙ୍କା କରାଯାଉଥିବାବେଳେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି।

Leave A Reply

Your email address will not be published.