Odisha Link
Bridging the Missing Links in Odisha
Daily Archives

October 3, 2023

ଓଡ଼ିଶାର ୫ ବିଜେପି ସାଂସଦ ଲଢ଼ିପାରନ୍ତି…

ଓଏଲ୍‌ ବ୍ୟୁରୋ: ଦିନ ପରେ ଦିନ ଗଡ଼ୁଛି। ଆଉ ୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସୁଛି। ବିଭିନ୍ନ ରାଜନୈତିକ ଦଳ ମଧ୍ୟ ନିର୍ବାଚନକୁ ଆଖି ଆଗରେ ରଖି ଅଙ୍କକଷା ଆରମ୍ଭ କରି ସାରିଲେଣି। ଓଡ଼ିଶା ରାଜନୈତିକ ମାହୋଲ ମଧ୍ୟ ଉଷ୍ମ ହେବାରେ ଲାଗିଛି। ତିନି ଛାମୁଆ ଦଳ ବିଜୁ ଜନତା ଦଳ, ଭାରତୀୟ ଜନତା ପାର୍ଟି ଓ କଂଗ୍ରେସ…

କେନ୍ଦ୍ରାପଡ଼ାର ପ୍ରସିଦ୍ଧ ରସାବଳୀକୁ…

ଓଏଲ୍ ବ୍ୟୁରୋ: କେନ୍ଦ୍ରାପଡ଼ା ଜିଲ୍ଲା ପାଇଁ ଗର୍ବ ଆଉ ଗୌରବ ପାଲଟିଛି ରସାବଳୀ। କେନ୍ଦ୍ରାପଡ଼ା ଜିଲ୍ଲାର ପ୍ରସିଦ୍ଧ ରସାବଳୀକୁ ମିଳିଲା ଜିଆଇ ଟ୍ୟାଗ୍। କେନ୍ଦ୍ର ସରକାର ଏହାକୁ ଜିଆଇ ଟ୍ୟାଗ ଦେବାକୁ ଅନୁମତି ଦେଇଛନ୍ତି। ରସାବଳୀ ହେଉଛି ତୁଳସୀକ୍ଷେତ୍ର କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ଶ୍ରୀବଳଦେବଜୀଉଙ୍କର…

ସୋଆ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଅଭିଯାନ…

ଓଏଲ୍‌ ବ୍ୟୁରୋ: ଭାରତ ସରକାରଙ୍କ ଦ୍ୱାରା ପ୍ରବର୍ତିତ ସ୍ୱଚ୍ଛ ଭାରତ ଅଭିଯାନ, ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସୋଆର ଛାତ୍ରଛାତ୍ରୀମାନେ ଖଣ୍ଡଗିରି ପାହାଡରେ ସଫେଇ କାର୍ଯ୍ୟକ୍ରମ ସହିତ ପର୍ଯ୍ୟଟକମାନଙ୍କୁ…

ବଢ଼ିଲା ହୀରାକୁଦ ଜଳସ୍ତର, ଖୋଲିଲା…

ଓଏଲ୍‌ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଡ୍ୟାମ୍‌ର ଜଳସ୍ତର ସର୍ବୋଚ୍ଚ ସ୍ତରରେ ପହଂଚିଥିଲା। ତେବେ ବର୍ତ୍ତମାନ ହୀରାକୁଦର ଆଉ ୪ଟି ଗେଟ୍ ଖୋଲିଲା। ମୋଟ ୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି…

ରାଜ୍ୟରେ ସ୍କ୍ରବ୍‌ ଟାଇଫସ୍‌…

ଓଏଲ୍‌ ବ୍ୟୁରୋ: ସାରା ରାଜ୍ୟରେ ଡେଙ୍ଗୁ ଓ ମ୍ୟାଲେରିଆକୁ ନେଇ ଭୟ ଲାଗି ରହିଥିବାବେଳେ ଏବେ ଆଉ ଏକ ଆତଙ୍କ ଦେଖିବାକୁ ମିଳିଛି। ବର୍ତ୍ତମାନ ସ୍କ୍ରବ ଟାଇଫସ୍‌ ଭୂତାଣୁ ଜନିତ ରୋଗର ଆତଙ୍କ ଓଡ଼ିଶାରେ ଦେଖିବାକୁ ମିଳିଛି। ରାଜ୍ୟରେ ସ୍କ୍ରବ୍‌ ଟାଇଫସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ୨୦ରେ ପହଁଚିଥିବା…

ବିଧାନସଭାରେ ପ୍ରବଳ ହୋହଲ୍ଲା: ଅପରାହ୍ଣ…

ଓଏଲ୍‌ ବ୍ୟୁରୋ: ଦୁଇ ଦିନର ବିରତି ପରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ଆଜି ପୁଣି ଆରମ୍ଭରୁ ଗୃହ ସରଗରମ ହୋଇଥିଲା। ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ଗୃହ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବି କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ବିବୃତିରୁ ଜନବିରୋଧୀ ଶଦ୍ଦ ବାଦ୍ ଦେବା…

ରାଜ୍ୟରେ ୩ ବର୍ଷ ମଧ୍ୟରେ ପାଖାପାଖି ୩…

ଓଏଲ୍‌ ବ୍ୟୁରୋ: ଦୁଇ ଦିନର ବିରତି ପରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ଆଜି ପୁଣି ଆରମ୍ଭରୁ ଗୃହ ସରଗରମ ହୋଇଥିଲା। ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ଗୃହ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବି କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ବିବୃତିରୁ ଜନବିରୋଧୀ ଶଦ୍ଦ ବାଦ୍ ଦେବା…

ଭୂକମ୍ପ ଝଟ୍‌କା, ଥରିଲା ଦିଲ୍ଲୀ ସମେତ…

ଓଏଲ୍‌ ବ୍ୟୁରୋ: ଭୂକମ୍ପରେ ଥରିଲା ଦିଲ୍ଲୀ ସମେତ ଭାରତର କିଛି ଅଞ୍ଚଳ। ଭୂମିକମ୍ପର କେନ୍ଦ୍ରସ୍ଥଳୀ ନେପାଳରେ ହୋଇଥିବାବେଳେ ସେଠାରେ ରେକ୍ଟର ସ୍କେଲରେ ଏହାର ତୀବ୍ରତା ୬.୨ ବୋଲି ଜଣାପଡିଛି। ତେବେ କୌଣସି କ୍ଷୟକ୍ଷତିର ସ୍ପଷ୍ଟ ସୂଚନା ମିଳିପାରିନାହିଁ। ନ୍ୟାସନାଲ ସେଣ୍ଟର ଫର ସେସ୍ମୋଲୋଜିର ତଥ୍ୟ ମୁତାବକ,…

ପଦାର୍ଥ ବିଜ୍ଞାନ ପାଇଁ ୩ ବୈଜ୍ଞାନିକଙ୍କୁ…

ଓଏଲ୍‌ ବ୍ୟୁରୋ: ନୋବେଲ ପୁରସ୍କାର ୨୦୨୩ ଘୋଷଣା ହୋଇଛି। ପଦାର୍ଥ ବିଜ୍ଞାନ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଥିବାବେଳେ ୩ ବୈଜ୍ଞାନିକ ନୋବେଲ ପୁରସ୍କାର ପାଇବେ। ପେରିର୍ ଅଗସ୍ତିନୀ, ଫେରେନ୍ସ କ୍ରାଉଜ୍‌ଙ୍କୁ ନୋବେଲ ମିଳିବ। ଅନ୍ୟପଟେ, ଦୁଇ ବୈଜ୍ଞାନିକଙ୍କୁ ମେଡିସିନ ପାଇଁ ନୋବେଲ ପୁରସ୍କାର ମିଳିବ।…

ରାଜଧାନୀରେ ହିଟ୍‌ ଆଣ୍ଡ ରନ୍ ମାମଲା:…

ଓଏଲ୍‌ ବ୍ୟୁରୋ: ରାଜଧାନୀରେ ହିଟ୍‌ ଆଣ୍ଡ ରନ୍ ମାମଲା ସାମ୍ନାକୁ ଆସିଥିଲା। ଏହି ଘଟଣାରେ କାର୍ ମାଲିକଙ୍କୁ ଗିରଫ କରାଯାଇଛି। ଭୁବନେଶ୍ୱରରୁ ଅଭିଯୁକ୍ତ ବିକାଶ ପାଲ୍‌କୁ ପୁଲିସ ଗିରଫ କରିଛି। ଆଠଗଡ଼ରୁ ଭୁବନେଶ୍ୱର ଫେରୁଥିବା ବେଳେ ଦୁର୍ଘଟଣା ଘଟିଥିଲା। ରାଜମହଲ ଫୁଟପାଥରେ ଶୋଇଥିବା ଜଣେ ଶ୍ରମିକଙ୍କ ଉପରେ…