Odisha Link
Bridging the Missing Links in Odisha

ବଢ଼ିଲା ହୀରାକୁଦ ଜଳସ୍ତର, ଖୋଲିଲା ଡ୍ୟାମର ଆଉ ୪ଟି ଗେଟ୍

ଓଏଲ୍‌ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଡ୍ୟାମ୍‌ର ଜଳସ୍ତର ସର୍ବୋଚ୍ଚ ସ୍ତରରେ ପହଂଚିଥିଲା। ତେବେ ବର୍ତ୍ତମାନ ହୀରାକୁଦର ଆଉ ୪ଟି ଗେଟ୍ ଖୋଲିଲା। ମୋଟ ୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ହୋଇଛି।

ଅନ୍ୟପଟେ, ଉତ୍ତର-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଆଗାମୀ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଥିଲା। ଲଘୁଚାପ ସମ୍ଭାବନା ନେଇ ପାଣିପାଗ ବିଭାଗ ସୂଚନା ଜାରି ହୋଇଥିଲା।

Leave A Reply

Your email address will not be published.