Odisha Link
Bridging the Missing Links in Odisha

ମୁମ୍ବାଇରେ ଭୟଙ୍କର ଅଗ୍ନିକାଣ୍ଡ: ୭ ମୃତ, ୪୬ ଆହତ

ଓଏଲ୍‌ ବ୍ୟୁରୋ: ମୁମ୍ବାଇ ଗୋରେଗାଓଁରେ ଏକ ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଥିବା ଖବର ସାମ୍ନାକୁ ଆସୁଛି। ଭୟଙ୍କର ଅଗ୍ନିକାଣ୍ଡରେ ୭ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪୬ ଜଣ ଆହତ ହୋଇଛନ୍ତି। ୪୬ ଜଣ ଆହତଙ୍କୁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ସୁଦ୍ଧା ୩୦ ଜଣଙ୍କୁ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି। ୪ଟି କାର୍‌ ଓ ୩୦ଟି ବାଇକ୍‌ ମଧ୍ୟ ଜଳିପୋଡ଼ି ପାଉଁଶ ହୋଇଯାଇଥିବା ଜଣା ପଡିଛି।

Leave A Reply

Your email address will not be published.