Odisha Link
Bridging the Missing Links in Odisha

ରାଜ୍ୟରୁ ଫେରିଯିବ ମୌସୁମୀ, ବିଭିନ୍ନ ଅଞ୍ଚଳରେ ପାଗ ଅନୁକୂଳ!

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାରୁ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଇଥିଲା। ହେଲେ ରାଜ୍ୟର ବିଭିନ୍ନ ସ୍ଥାନରେ ଶୁଖିଲା ପାଗ ଥିବା ଜଣା ପଡିଛି। ଏହା ସହ ଆଗାମୀ ୨ ରୁ ୩ ଦିନ ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପାଇଁ ପାଗ ସମ୍ପୂର୍ଣ୍ଣ ଭାବେ ଅନୁକୂଳ ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି।

Leave A Reply

Your email address will not be published.