Odisha Link
Bridging the Missing Links in Odisha
Daily Archives

October 9, 2023

ଶ୍ରୀମନ୍ଦିର: ଏଣିକି ଶାଳୀନତା ପୋଷାକ…

ଓଏଲ୍‌ ବ୍ୟୁରୋ: ଏଣିକି ଶାଳୀନତାର ପୋଷାକ ପିନ୍ଧିବେ ଶ୍ରଦ୍ଧାଳୁ। ନଚେତ ଜଗା ଦର୍ଶନରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ। ବିଶ୍ବ ପ୍ରସିଦ୍ଧ ଶ୍ରୀମନ୍ଦିର ପ୍ରବେଶ ଅନୁମତି ମିଳିବ ନାହିଁ। ଏଭଳି କିଛି ସୂଚନା ଦେଇଛି ଶ୍ରୀମନ୍ଦିର ପ୍ରଶାସନ। ଶାଳୀନତା ଭାବେ ପୋଷାକ ପିନ୍ଧି ଶ୍ରୀମନ୍ଦିର ଭିତରକୁ ଯିବେ ଶ୍ରଦ୍ଧାଳୁ।…

୫ ରାଜ୍ୟର ୬୭୯ ଆସନରେ ହେବ ନିର୍ବାଚନ;…

ଓଏଲ୍ ବ୍ୟୁରୋ: ଦିନ ପରେ ଦିନ ଗଡ଼ୁଛି। ଆଉ ୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସୁଛି। ବିଭିନ୍ନ ରାଜନୈତିକ ଦଳ ମଧ୍ୟ ନିର୍ବାଚନକୁ ଆଖି ଆଗରେ ରଖି ଅଙ୍କକଷା ଆରମ୍ଭ କରି ସାରିଲେଣି। ତେବେ ଏହାରି ମଧ୍ୟରେ ଏକ ବଡ ଖବର ସାମ୍ନାକୁ ଆସିଛି। ଆଜି ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା…

ଅଚିହ୍ନା ରହିଗଲା ୨୮ ମୃତଦେହ, ୨ ଦିନ…

ଓଏଲ୍‌ ବ୍ୟୁରୋ: ବାଲେଶ୍ବରର ବାହାନଗାରେ ହୋଇଥିବା ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣାକୁ ୪ ମାସ ପୂରି ସାରିଛି। ହେଲେ ଆଜି ପର୍ଯ୍ୟନ୍ତ ଆହୁରି ୨୮ଟି ମୃତଦେହର ପରିଚୟ ଜଣାପଡ଼ି ନାହିଁ। ସମସ୍ତ ମୃତଦେହକୁ ଗୋଟିଏ କଣ୍ଟେନରରେ ସଂରକ୍ଷଣ କରି ଏମ୍ସ ପରିସରରେ ରଖାଯାଇଛି। ତେବେ ଦୁର୍ଘଟଣାର ଏତେ ଦିନ ପରେ ବି…

ଘରୋଇ ବସ୍‌ ମାଲିକ ସଂଘର ନିଷ୍ପତ୍ତି:…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ବସ ସଂଘ ଧର୍ମଘଟ ଡାକରା ଦେଇଛି। ଏହାପରେ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ବୈଠକ ହୋଇଛି। ବସ ସଂଘର ସଦସ୍ୟ ବୈଠକରେ ଉପସ୍ଥିତ ରହିଥିବା ଜଣାପଡିଛି। ସରକାରଙ୍କ ‘ଲକ୍ଷ୍ମୀ’ ଯୋଜନାକୁ ବିରୋଧ କରି ଆସନ୍ତାକାଲି ଧର୍ମଘଟ ଡାକରା ଦେଇଛି ଘରୋଇ ବସ ମାଲିକ ସଂଘ। ସରକାର ଦାବି…

ଓଡ଼ିଶା ରାଜନୀତି: ବିଜେପିର ମୁଖ୍ୟମନ୍ତ୍ରୀ…

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନକୁ ଆଉ ୬ ମାସ ବାକିଥିବା ବେଳେ ଏବେଠୁ ଓଡ଼ିଶା ରାଜନୈତିକ ପାଣିପାଗ ଉଷ୍ମ ହେବାରେ ଲାଗିଛି। ବିଧାନସଭା ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ ଜନତା ଦଳ ପୁଣିଥରେ ଶାସନ ଗାଦିରେ ବସିବା ପାଇଁ…

ଅର୍ଥନୀତି ପାଇଁ ନୋବେଲ ପୁରସ୍କାର ଘୋଷଣା:…

ଓଏଲ୍‌ ବ୍ୟୁରୋ: ନୋବେଲ ପୁରସ୍କାର ୨୦୨୩ ଘୋଷଣା ହୋଇଛି। ଅର୍ଥନୀତି ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି।ଅର୍ଥଶାସ୍ତ୍ରୀ କ୍ଲାଉଡିଆ ଗୋଲ୍ଡିନ ନୋବେଲ ପୁରସ୍କାର ପାଇବେ। ୭୭ ବର୍ଷୀୟ ଆମେରିକୀୟ ଅର୍ଥନୀତିଜ୍ଞ କ୍ଲାଉଡିଆ ଗୋଲ୍ଡିନ୍ ଅର୍ଥନୀତି ପାଇଁ ନୋବେଲ ପୁରସ୍କାର ୨୦୨୩ ପାଇବେ। ଇରାନର ନର୍ଗେସ…

ଏୟାରଷ୍ଟ୍ରାଇକ୍ କରୁଛି ଇସ୍ରାଏଲ,…

ଓଏଲ୍‌ ବ୍ୟୁରୋ: ଇସ୍ରାଏଲ ଓ ପାଲେଷ୍ଟାଇନ୍ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଯୁଦ୍ଧର ତୃତୀୟ ଦିନରେ ଇସ୍ରାଏଲି ସେନା ଓ ହମାସ୍ ଆତଙ୍କବାଦୀ ସଙ୍ଗଠନ ମଧ୍ୟରେ ଭୀଷଣ ସଂଘର୍ଷ ଯୋଗୁଁ ଇସ୍ରାଏଲର ଅନେକ ଅଞ୍ଚଳ ଭାରୀ ମାତ୍ରାରେ କ୍ଷତିଗ୍ରସ୍ତ ହୋଇଛି। ହମାସର ବିଭିନ୍ନ ଠିକଣା ଉପରେ ଖୋଜି ଖୋଜି ଏୟାରଷ୍ଟ୍ରାଇକ୍…

ମା’-ଝିଅ ଉଲଗ୍ନ ଉଦ୍ଧାର ଘଟଣା: ମିଳିଲା…

ଓଏଲ୍‌ ବ୍ୟୁରୋ: ସୁନ୍ଦରଗଡ଼ରୁ ଉଦ୍ଧାର ମା’ ଝିଅ ଉଲଗ୍ନ ଅବସ୍ଥାରେ ଉଦ୍ଧାର ହେବା ଘଟଣାରେ ଆଉ ଏକ ବଡ଼ ଖବର ସାମ୍ନାକୁ ଆସିଛି।ଉଲଗ୍ନ ଅବସ୍ଥାରେ ଉଦ୍ଧାର ହୋଇଥିବା ମା’ ଝିଅ ଛତିଶଗଡ଼ ତୁମଳା ଥାନା ଖାରିବାହାଲ ଗାଁର ବାସିନ୍ଦା ବୋଲି ମହିଳାଙ୍କ ସାନ ଭଉଣୀ ସୂଚନା ଦେଇଛନ୍ତି। ପରିଚୟ ମିଳିବା ପରେ ଏହି…

ବାହାନଗା ଟ୍ରେନ୍‌ ଟ୍ରାଜେଡି: ଅପରିଚିତ…

ଓଏଲ୍‌ ବ୍ୟୁରୋ: ବାଲେଶ୍ବରର ବାହାନଗାରେ ହୋଇଥିବା ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣାକୁ ୪ ମାସ ପୂରି ସାରିଛି। ହେଲେ ଆଜି ପର୍ଯ୍ୟନ୍ତ ଆହୁରି ୨୮ଟି ମୃତଦେହର ପରିଚୟ ଜଣାପଡ଼ି ନାହିଁ। ସମସ୍ତ ମୃତଦେହକୁ ଗୋଟିଏ କଣ୍ଟେନରରେ ସଂରକ୍ଷଣ କରି ଏମ୍ସ ପରିସରରେ ରଖାଯାଇଛି। ତେବେ ଦୁର୍ଘଟଣାର ଏତେ ଦିନ ପରେ ବି…

ବିଜେପିକୁ ଯିବେ ସୌମ୍ୟ

ଓଏଲ୍‌ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଉଠୁଛି ପଡ଼ୁଛି ଓଡ଼ିଶା ରାଜନୀତି। ଏସବୁ ମଧ୍ୟରେ ନିିକଟରେ ବିଜୁ ଜନତା ଦଳରୁ ନିଲମ୍ବିତ ହୋଇଥିବା ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ନେଇ ଖୁବ୍‌ ଚର୍ଚ୍ଚା। ତାଙ୍କର ଆଗାମୀ ରାଜନୈତିକ ଯାତ୍ରା କ'ଣ ରହିବ ତାକୁ ନେଇ ଅନେକ କଳ୍ପନାଜଳ୍ପନା ଆରମ୍ଭ…