Odisha Link
Bridging the Missing Links in Odisha

ଆରମ୍ଭ ହେଲା ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ସେବା, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଜଳ ହିଁ ଜୀବନ। ରାଜ୍ୟରେ ଜଳ ଯୋଗାଣର ଉନ୍ନତି ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଆରମ୍ଭ କରିଛନ୍ତି। ରାଜ୍ୟର ନୂଆ ୫ଟି ସହର ଏବଂ ଅନ୍ୟ ୧୩ ସହରର ୧୪୯ଟି ଓ୍ବାର୍ଡରେ ଡ୍ରିଙ୍କ ଫ୍ରମ ଟ୍ୟାପ୍‌ ଆରମ୍ଭ ହେବ। ଓଡ଼ିଶାରେ ଡ୍ରିଙ୍କ ଫ୍ରମ ଟ୍ୟାପ ଯୋଜନାର ୩ ବର୍ଷ ପୂର୍ତ୍ତି ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି।