Odisha Link
Bridging the Missing Links in Odisha
Daily Archives

October 10, 2023

ଇସ୍ରାଏଲ-ହମାସ ଯୁଦ୍ଧ ଜାରି: ପିଏମ୍…

ଓଏଲ୍‌ ବ୍ୟୁରୋ: ଇସ୍ରାଏଲ ଓ ପାଲେଷ୍ଟାଇନ୍ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଯୁଦ୍ଧର ଚତୁର୍ଥ ଦିନରେ ଇସ୍ରାଏଲି ସେନା ଓ ହମାସ୍ ଆତଙ୍କବାଦୀ ସଙ୍ଗଠନ ମଧ୍ୟରେ ଭୀଷଣ ସଂଘର୍ଷ ଯୋଗୁଁ ଇସ୍ରାଏଲର ଅନେକ ଅଞ୍ଚଳ ଭାରୀ ମାତ୍ରାରେ କ୍ଷତିଗ୍ରସ୍ତ ହୋଇଛି। ଇସ୍ରାଏଲ-ହମାସ ଯୁଦ୍ଧ ଜାରି ରହିଥିବାବେଳେ ଇସ୍ରାଏଲରେ ଥିବା…

ଓସେପା ବହିକିଣା ଦୁର୍ନୀତି: ସାନି ଟେଣ୍ଡର…

ଭୁବନେଶ୍ବର: ଶିକ୍ଷା ବିଭାଗ ଅଧୀନରେ ଥିବା ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ବାର୍ଷିକ ବହିକିଣା ଯୋଜନାରେ ଦୁର୍ନୀତି ଓ ବେଆଇନ କାର୍ଯ୍ୟ ହୋଇଥିବା ଅଭିଯୋଗ କରିଛନ୍ତି ପ୍ରକାଶକ। ଏ ନେଇ ପ୍ରମୁଖ ପ୍ରକାଶନ ସଂସ୍ଥା ନିରୁପମା ବୁକ୍ସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି…

ଅପରିଚିତ ରହିଗଲା ୨୮ ମୃତଦେହ, ବିଏମସିକୁ…

ଓଏଲ୍‌ ବ୍ୟୁରୋ: ବାଲେଶ୍ବରର ବାହାନଗାରେ ହୋଇଥିବା ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣାକୁ ୪ ମାସ ପୂରି ସାରିଛି। ହେଲେ ଆଜି ପର୍ଯ୍ୟନ୍ତ ଆହୁରି ୨୮ଟି ମୃତଦେହର ପରିଚୟ ଜଣାପଡ଼ି ନାହିଁ। ସମସ୍ତ ମୃତଦେହକୁ ଗୋଟିଏ କଣ୍ଟେନରରେ ସଂରକ୍ଷଣ କରି ଏମ୍ସ ପରିସରରେ ରଖାଯାଇଛି। ତେବେ ଦୁର୍ଘଟଣାର ଏତେ ଦିନ ପରେ ବି…

ଏଥର କୁମାର ପୂର୍ଣ୍ଣିମା ଦିନ ପାଳନ ହେବ…

ଓଏଲ୍‌ ବ୍ୟୁରୋ: ଚନ୍ଦ୍ର ଗ୍ରହଣ ଓ ସୂର୍ଯ୍ୟପରାଗ ଏକ ମହାଜାଗତିକ ଘଟଣା। ପରାଗ ଓ ଗ୍ରହଣ ଏକ ଛାଇ ଆଲୁଅର ଖେଳ ଯାହା ସୂର୍ଯ୍ୟ, ଚନ୍ଦ୍ରର ଓ ପୃଥିବୀର ଏକ ବିଶେଷ ଅବସ୍ଥିତିରେ ଘଟିଥାଏ।ବିଜ୍ଞାନର ବ୍ୟାଖ୍ୟାନରେ ଚନ୍ଦ୍ର ଉପଛାୟାରେ ପ୍ରବେଶ କରିବା ସହ ଗ୍ରହଣ ଆରମ୍ଭ ହୁଏ ଓ ଏଥିରୁ ସମ୍ପୂର୍ଣ ବାହାରିଗଲା ପରେ…

ସରକାରୀ ବିଜ୍ଞାପନରେ ଦଳୀୟ ଚିହ୍ନ…

ଓଏଲ୍‌ ବ୍ୟୁରୋ: ଆଜି ‘ଆମ ଓଡିଶା, ନବୀନ ଓଡିଶା’ ଯୋଜନା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତେବେ ଆମ ଓଡିଶା, ନବୀନ ଓଡିଶା’ ଯୋଜନା କାର୍ଯ୍ୟକ୍ରମର ବିଜ୍ଞାପନକୁ ନେଇ ରାଜନୀତି ଆରମ୍ଭ ହୋଇଛି। ଏହି ଯୋଜନାରେ ଶାସକ ଦଳ ବିଜେଡିର ଦଳୀୟ ଚିହ୍ନ ଥିବା ବିରୋଧୀ ଅଭିଯୋଗ…

ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ:…

ଓଏଲ୍‌ ବ୍ୟୁରୋ: ଐତିହ୍ୟ ସ୍ଥଳର ବିକାଶ ପାଇଁ ଆଜି ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାର ଶୁଭାରମ୍ଭ କରିବା ସହ ଭର୍ଚୁଆଲରେ ପଞ୍ଚାୟତ ପ୍ରତିନିଧିଙ୍କ ସହ କଥା ହୋଇଛନ୍ତି। ପ୍ରଥମେ କେନ୍ଦୁଝର ଓ ଭଦ୍ରକରେ ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ…

ଆଜି ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ;…

ଓଏଲ୍‌ ବ୍ୟୁରୋ: ଆଜି ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ। ପ୍ରତିବର୍ଷ ଅକ୍ଟୋବର ୧୦ ତାରିଖରେ ଏହି ଦିବସ ପାଳନ କରାଯାଇଥାଏ। ମାନସିକ ସ୍ୱାସ୍ଥ୍ୟ ସମ୍ବନ୍ଧିତ ଶିକ୍ଷା ଏବଂ ସଚେତନତା ବଢାଇବା ସହ ଏହା ସହ ଜଡ଼ିତ ସାମାଜିକ ଅପବାଦର ବିଲୋପ କରିବା ଏହାର ଲକ୍ଷ୍ୟ। ପ୍ରତିବର୍ଷ ଭିନ୍ନ ଭିନ୍ନ ଥିମ୍‌କୁ ନେଇ ଏହି…

ପୁଣି ଚର୍ଚ୍ଚାରେ ଅନୁଭବ ମହାନ୍ତି; କେବଳ…

ଓଏଲ୍‌ ବ୍ୟୁରୋ: ପୁଣିଥରେ ଏବେ ଚର୍ଚ୍ଚାରେ ଓଲିଉଡ ଜଗତର ଖୁବ ଜଣାଶୁଣା ଅଭିନେତା। ସୋସିଆଲ ମିଡିଆରେ ଅନୁଭବ ମହାନ୍ତିଙ୍କ ଏକ ପୋଷ୍ଟକୁ ନେଇ ଅନୁଭବ-ବର୍ଷାଙ୍କ ଦାମ୍ପତ୍ୟ ଜୀବନ ପୁଣି ଚର୍ଚ୍ଚାର ପରିସରକୁ ଆସିଛି। କେନ୍ଦ୍ରାପଡା ସାଂସଦ ତଥା ଓଲିଉଡ ଜଗତର ବେଶ ଜଣାଶୁଣା ଏବଂ ଲୋକପ୍ରିୟ ଅଭିନେତା ଅନୁଭବ…

ଶାଳୀନତାର ପୋଷାକ ପିନ୍ଧି ଶ୍ରୀମନ୍ଦିରକୁ…

ଓଏଲ୍‌ ବ୍ୟୁରୋ: ଏଣିକି ଶାଳୀନତାର ପୋଷାକ ପିନ୍ଧିବେ ଶ୍ରଦ୍ଧାଳୁ। ନଚେତ ଜଗା ଦର୍ଶନରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ। ବିଶ୍ବ ପ୍ରସିଦ୍ଧ ଶ୍ରୀମନ୍ଦିର ପ୍ରବେଶ ଅନୁମତି ମିଳିବ ନାହିଁ। ଏଭଳି କିଛି ସୂଚନା ଦେଇଛି ଶ୍ରୀମନ୍ଦିର ପ୍ରଶାସନ। ଶାଳୀନତା ଭାବେ ପୋଷାକ ପିନ୍ଧି ଶ୍ରଦ୍ଧାଳୁ ଶ୍ରୀମନ୍ଦିର ଭିତରକୁ ଯିବେ।…

ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ:…

ଓଏଲ୍‌ ବ୍ୟୁରୋ: ଐତିହ୍ୟ ସ୍ଥଳର ବିକାଶ ପାଇଁ ଆଜି ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିବେ। ଏହି ଯୋଜନାର ଶୁଭାରମ୍ଭ କରିବା ସହ ଭର୍ଚୁଆଲରେ ପଞ୍ଚାୟତ ପ୍ରତିନିଧିଙ୍କ ସହ କଥା ହେବେ। ବ୍ଲକ ଓ ଜିଲ୍ଲାସ୍ତରରେ ବି ଏହି ଯୋଜନା ପାଇଁ କାର୍ଯ୍ୟକ୍ରମର…